Online Bible

- Reklamy -




1 ରାଜାବଳୀ 1:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ପୁଣି, ଅଦୋନୀୟ ଓ ତାହାର ସଙ୍ଗୀ ନିମନ୍ତ୍ରିତ ସମସ୍ତ ଲୋକ ଭୋଜନ ଶେଷ କରିବା ସମୟରେ ତାହା ଶୁଣିଲେ। ଆଉ, ଯୋୟାବ ତୂରୀ ଶବ୍ଦ ଶୁଣି ପଚାରିଲା, ନଗରରେ ଏହି କୋଳାହଳ ଶବ୍ଦ କାହିଁକି ହେଉଅଛି?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

41 ପୁଣି ଅଦୋନୀୟ ଓ ତାହାର ସଙ୍ଗୀ ନିମନ୍ତ୍ରିତ ସମସ୍ତ ଲୋକ ଭୋଜନ ଶେଷ କରିବା ସମୟରେ ତାହା ଶୁଣିଲେ। ଆଉ ଯୋୟାବ ତୂରୀ ଶଦ୍ଦ ଶୁଣି ପଚାରିଲା, ନଗରରେ ଏହି କୋଳାହଳ ଶଦ୍ଦ କାହିଁକି ହେଉଅଛି?

Viz kapitola kopírovat

ଓଡିଆ ବାଇବେଲ

41 ପୁଣି, ଅଦୋନୀୟ ଓ ତାହାର ସଙ୍ଗୀ ନିମନ୍ତ୍ରିତ ସମସ୍ତ ଲୋକ ଭୋଜନ ଶେଷ କରିବା ସମୟରେ ତାହା ଶୁଣିଲେ। ଆଉ, ଯୋୟାବ ତୂରୀ ଶବ୍ଦ ଶୁଣି ପଚାରିଲା, ନଗରରେ ଏହି କୋଳାହଳ ଶବ୍ଦ କାହିଁକି ହେଉଅଛି ?

Viz kapitola kopírovat

ପବିତ୍ର ବାଇବଲ

41 ଏହି ସମୟରେ ଅଦୋନିୟ ଓ ତାହାର ସମସ୍ତ ନିମନ୍ତ୍ରିତ ଅତୀଥି ଭୋଜନ ସମାପ୍ତ କରିବା ସମୟରେ ସେମାନେ ତୂରୀ ଶବ୍ଦ ଶୁଣିଲେ। ଯୋୟାବ ପଗ୍ଭରିଲେ, “ନଗରରେ ଏହି କୋଳାହଳ ଶବ୍ଦ କାହିଁକି ହେଉଅଛି?”

Viz kapitola kopírovat




1 ରାଜାବଳୀ 1:41

Následuj nás:

Reklamy


Reklamy