1 ରାଜାବଳୀ 1:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ଶଲୋମନ ମଧ୍ୟ ରାଜ୍ୟର ସିଂହାସନରେ ବସୁଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)46 ଶଲୋମନ ମଧ୍ୟ ରାଜ୍ୟର ସିଂହାସନରେ ବସୁଅଛନ୍ତି। Viz kapitolaଓଡିଆ ବାଇବେଲ46 ଶଲୋମନ ମଧ୍ୟ ରାଜ୍ୟର ସିଂହାସନରେ ବସୁଅଛନ୍ତି। Viz kapitolaପବିତ୍ର ବାଇବଲ46-47 ଶଲୋମନ ସିଂହାସନ ଉପରେ ବସିଛନ୍ତି, ଏପରିକି ରାଜକର୍ମଗ୍ଭରୀଗଣ ରାଜା ଦାଉଦଙ୍କୁ ଅଭିବାଦନ ଜଣାଉଛନ୍ତି। ସେମାନେ କହୁଛନ୍ତି, ‘ରାଜା ଦାଉଦ, ତୁମ୍ଭେ ଜଣେ ମହାନ ରାଜା। ଆମ୍ଭେମାନେ ତୁମ୍ଭର ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଛୁ, ଶଲୋମନକୁ ତୁମ୍ଭ ଅପେକ୍ଷା ମହାନ କରନ୍ତୁ। ମହାନ ରାଜା ତୁମ୍ଭର ପରମେଶ୍ୱର ତୁମ୍ଭଠାରୁ ତାଙ୍କୁ ଅଧିକ ଖ୍ୟାତ କରନ୍ତୁ ଓ ତାଙ୍କର ସାମ୍ରାଜ୍ୟ ତୁମ୍ଭ ଅପେକ୍ଷା ଅଧିକ ବଡ଼ ଓ ଶକ୍ତିଶାଳୀ ହେଉ।’ ରାଜା ଦାଉଦ ମଧ୍ୟ ଶଯ୍ୟାରେ ଥାଇ ମଥାନତ କଲେ। Viz kapitola |