1 ରାଜାବଳୀ 1:53 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT53 ତହୁଁ ଶଲୋମନ ରାଜା ଲୋକ ପଠାନ୍ତେ, ସେମାନେ ତାହାକୁ ଯଜ୍ଞବେଦିରୁ ଓହ୍ଲାଇ ଆଣିଲେ। ତହିଁରେ ସେ ଆସି ଶଲୋମନ ରାଜାଙ୍କୁ ପ୍ରଣାମ କଲା, ପୁଣି, ଶଲୋମନ ତାହାକୁ କହିଲେ, “ଆପଣା ଘରକୁ ଯାଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)53 ତହୁଁ ଶଲୋମନ ରାଜା ଲୋକ ପଠାନ୍ତେ, ସେମାନେ ତାହାକୁ ଯଜ୍ଞବେଦିରୁ ଓହ୍ଲାଇ ଆଣିଲେ। ତହିଁରେ ସେ ଆସି ଶଲୋମନ ରାଜାଙ୍କୁ ପ୍ରଣାମ କଲା, ପୁଣି ଶଲୋମନ ତାହାକୁ କହିଲେ, ଆପଣା ଘରକୁ ଯାଅ। Viz kapitolaଓଡିଆ ବାଇବେଲ53 ତହୁଁ ଶଲୋମନ ରାଜା ଲୋକ ପଠାନ୍ତେ, ସେମାନେ ତାହାକୁ ଯଜ୍ଞବେଦିରୁ ଓହ୍ଲାଇ ଆଣିଲେ। ତହିଁରେ ସେ ଆସି ଶଲୋମନ ରାଜାଙ୍କୁ ପ୍ରଣାମ କଲା, ପୁଣି, ଶଲୋମନ ତାହାକୁ କହିଲେ, “ଆପଣା ଘରକୁ ଯାଅ।” Viz kapitolaପବିତ୍ର ବାଇବଲ53 ତା'ପରେ ରାଜା ଶଲୋମନ କେତେକ ଲୋକଙ୍କୁ ଅଦୋନିୟ ନିକଟକୁ ପଠାଇଲେ। ସେମାନେ ଅଦୋନିୟକୁ ଶଲୋମନ ନିକଟକୁ ଆଣିଲେ। ଅଦୋନିୟ ରାଜା ଶଲୋମନଙ୍କୁ ପ୍ରଣାମ କଲା। ଶଲୋମନ ତାହାକୁ କହିଲେ, “ନିଜ ଘରକୁ ଯାଅ।” Viz kapitola |