1 ରାଜାବଳୀ 10:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଶିବା ଦେଶର ରାଣୀ ସଦାପ୍ରଭୁଙ୍କ ନାମ ସମ୍ବନ୍ଧରେ ଶଲୋମନଙ୍କର ସୁଖ୍ୟାତି ଶୁଣି ନିଗୂଢ଼ ପ୍ରଶ୍ନ ଦ୍ୱାରା ତାଙ୍କୁ ପରୀକ୍ଷା କରିବା ପାଇଁ ଆସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଶିବା ଦେଶର ରାଣୀ ସଦାପ୍ରଭୁଙ୍କ ନାମ ସମ୍ଵନ୍ଧରେ ଶଲୋମନଙ୍କର ସୁଖ୍ୟାତି ଶୁଣି ନିଗୂଢ଼ ପ୍ରଶ୍ନ ଦ୍ଵାରା ତାଙ୍କୁ ପରୀକ୍ଷା କରିବା ପାଇଁ ଆସିଲା। Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ଶିବା ଦେଶର ରାଣୀ ସଦାପ୍ରଭୁଙ୍କ ନାମ ସମ୍ବନ୍ଧରେ ଶଲୋମନଙ୍କର ସୁଖ୍ୟାତି ଶୁଣି ନିଗୂଢ଼ ପ୍ରଶ୍ନ ଦ୍ୱାରା ତାଙ୍କୁ ପରୀକ୍ଷା କରିବା ପାଇଁ ଆସିଲେ। Viz kapitolaପବିତ୍ର ବାଇବଲ1 ଅନନ୍ତର ଶିବା ଦେଶର ରାଣୀ ସଦାପ୍ରଭୁଙ୍କ ପ୍ରିୟ ଶଲୋମନଙ୍କ ସୁଖ୍ୟାତି ଶୁଣି କଠିନ ପ୍ରଶ୍ନଦ୍ୱାରା ତାଙ୍କୁ ପରୀକ୍ଷା କରିବାକୁ ଆସିଲେ। Viz kapitola |