Online Bible

- Reklamy -




1 ରାଜାବଳୀ 10:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ସେ ଆପଣଙ୍କୁ ଇସ୍ରାଏଲର ସିଂହାସନରେ ଉପବିଷ୍ଟ କରାଇବା ପାଇଁ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହେଲେ; ସଦାପ୍ରଭୁ ଇସ୍ରାଏଲକୁ ସଦାକାଳ ପ୍ରେମ କରନ୍ତି, ଏହେତୁ ବିଚାର ଓ ନ୍ୟାୟ କରିବାକୁ ଆପଣଙ୍କୁ ରାଜା କଲେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ସଦାପ୍ରଭୁ ଆପଣଙ୍କ ପରମେଶ୍ଵର ଧନ୍ୟ, ସେ ଆପଣଙ୍କୁ ଇସ୍ରାଏଲର ସିଂହାସନରେ ଉପବିଷ୍ଟ କରାଇବା ପାଇଁ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହେଲେ; ସଦାପ୍ରଭୁ ଇସ୍ରାଏଲକୁ ସଦାକାଳ ପ୍ରେମ କରନ୍ତି, ଏହେତୁ ବିଚାର ଓ ନ୍ୟାୟ କରିବାକୁ ଆପଣଙ୍କୁ ରାଜା କଲେ।

Viz kapitola kopírovat

ଓଡିଆ ବାଇବେଲ

9 ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ସେ ଆପଣଙ୍କୁ ଇସ୍ରାଏଲର ସିଂହାସନରେ ଉପବିଷ୍ଟ କରାଇବା ପାଇଁ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହେଲେ; ସଦାପ୍ରଭୁ ଇସ୍ରାଏଲକୁ ସଦାକାଳ ପ୍ରେମ କରନ୍ତି, ଏହେତୁ ବିଚାର ଓ ନ୍ୟାୟ କରିବାକୁ ଆପଣଙ୍କୁ ରାଜା କଲେ।”

Viz kapitola kopírovat

ପବିତ୍ର ବାଇବଲ

9 ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରଶଂସା କର। ସେ ଆପଣଙ୍କୁ ଇସ୍ରାଏଲର ସିଂହାସନରେ ବସାଇବାକୁ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହେଲେ। ସଦାପ୍ରଭୁ ପରମେଶ୍ୱର ଚିରକାଳ ଇସ୍ରାଏଲକୁ ପ୍ରେମ କରନ୍ତି। ତେଣୁ ସେ ଉଚିତ୍ ବିଗ୍ଭର ଓ ନ୍ୟାୟ କରିବାକୁ ଆପଣଙ୍କୁ ରାଜା କଲେ।”

Viz kapitola kopírovat




1 ରାଜାବଳୀ 10:9

Následuj nás:

Reklamy


Reklamy