1 ରାଜାବଳୀ 11:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତଥାପି ସମୁଦାୟ ରାଜ୍ୟ ଚିରି ନେବା ନାହିଁ; ମାତ୍ର ଆମ୍ଭ ଦାସ ଦାଉଦ ସକାଶୁ ଓ ଆମ୍ଭର ମନୋନୀତ ଯିରୂଶାଲମ ସକାଶୁ ଆମ୍ଭେ ତୁମ୍ଭ ପୁତ୍ରକୁ ଏକ ଗୋଷ୍ଠୀ ଦେବା।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ତଥାପି ସମୁଦାୟ ରାଜ୍ୟ ଚିରି ନେବା ନାହିଁ; ମାତ୍ର ଆମ୍ଭ ଦାସ ଦାଉଦ ସକାଶୁ ଓ ଆମ୍ଭର ମନୋନୀତ ଯିରୂଶାଲମ ସକାଶୁ ଆମ୍ଭେ ତୁମ୍ଭ ପୁତ୍ରକୁ ଏକ ଗୋଷ୍ଠୀ ଦେବା । Viz kapitolaଓଡିଆ ବାଇବେଲ13 ତଥାପି ସମୁଦାୟ ରାଜ୍ୟ ଚିରି ନେବା ନାହିଁ; ମାତ୍ର ଆମ୍ଭ ଦାସ ଦାଉଦ ସକାଶୁ ଓ ଆମ୍ଭର ମନୋନୀତ ଯିରୂଶାଲମ ସକାଶୁ ଆମ୍ଭେ ତୁମ୍ଭ ପୁତ୍ରକୁ ଏକ ଗୋଷ୍ଠୀ ଦେବା।” Viz kapitolaପବିତ୍ର ବାଇବଲ13 ତଥାପି ସମୁଦାୟ ରାଜ୍ୟ ତୁମ୍ଭ ପୁତ୍ରଠାରୁ ଆମ୍ଭେ ଛଡ଼େଇ ନେବାକୁ ଯାଉ ନାହୁଁ। ତୁମ୍ଭର ପୁତ୍ରକୁ ଏକ ପରିବାରବର୍ଗକୁ ଶାସନ କରିବାକୁ ଦେବା। ଆମ୍ଭେ ଏପରି କରିବା କାରଣ ଆମ୍ଭେ ଆପଣା ଦାସ ଦାଉଦଙ୍କୁ ଭଲ ପାଉ ଓ ଯିରୁଶାଲମ ଆମ୍ଭର ମନୋନୀତ ନଗର ଅଟେ।” Viz kapitola |