1 ରାଜାବଳୀ 11:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଯେଉଁ ସମୟରେ ଦାଉଦ ସୋବାର ଲୋକମାନଙ୍କୁ ବଧ କଲେ, ସେସମୟରେ ସେ ଆପଣା ନିକଟରେ ଲୋକମାନଙ୍କୁ ସଂଗ୍ରହ କରି ଏକ ଦଳପତି ହୋଇଥିଲା; ତହିଁ ଉତ୍ତାରେ ସେମାନେ ଦମ୍ମେଶକକୁ ଯାଇ ସେଠାରେ ବାସ କରି ଦମ୍ମେଶକରେ ରାଜ୍ୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଯେଉଁ ସମୟରେ ଦାଉଦ ସୋବାର ଲୋକମାନଙ୍କୁ ବଧ କଲେ, ସେସମୟରେ ସେ ଆପଣା ନିକଟରେ ଲୋକମାନଙ୍କୁ ସଂଗ୍ରହ କରି ଏକ ଦଳପତି ହୋଇଥିଲା; ତହିଁ ଉତ୍ତାରେ ସେମାନେ ଦମ୍ମେଶକକୁ ଯାଇ ସେଠାରେ ବାସ କରି ଦମ୍ମେଶକରେ ରାଜ୍ୟ କଲେ। Viz kapitolaଓଡିଆ ବାଇବେଲ24 ଯେଉଁ ସମୟରେ ଦାଉଦ ସୋବାର ଲୋକମାନଙ୍କୁ ବଧ କଲେ, ସେସମୟରେ ସେ ଆପଣା ନିକଟରେ ଲୋକମାନଙ୍କୁ ସଂଗ୍ରହ କରି ଏକ ଦଳପତି ହୋଇଥିଲା; ତହିଁ ଉତ୍ତାରେ ସେମାନେ ଦମ୍ମେଶକକୁ ଯାଇ ସେଠାରେ ବାସ କରି ଦମ୍ମେଶକରେ ରାଜ୍ୟ କଲେ। Viz kapitolaପବିତ୍ର ବାଇବଲ24 ଦାଉଦ ସୋବାକୁ ପରାସ୍ତ କଲାପରେ ରଷୋଣ କିଛି ଲୋକ ସଂଗ୍ରହ କଲେ ଓ ସେହିମାନଙ୍କର ଦଳପତି ହେଲେ। ତା'ପରେ ସେମାନେ ଦମ୍ମେଶକକୁ ଯାଇ ସେଠାରେ ବାସ କଲେ ଓ ରଷୋଣ ଦମ୍ମେଶକର ରାଜା ହେଲେ। Viz kapitola |