1 ରାଜାବଳୀ 11:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ଶଲୋମନ ବୃଦ୍ଧ ହୁଅନ୍ତେ ଏପରି ଘଟିଲା ଯେ, ତାଙ୍କର ପତ୍ନୀମାନେ ବିଦେଶୀୟ ଦେବତାଗଣ ପ୍ରତି ତାଙ୍କର ମନକୁ ବିପଥଗାମୀ କଲେ; ପୁଣି, ତାଙ୍କର ପିତା ଦାଉଦଙ୍କର ଅନ୍ତଃକରଣ ପରି ତାଙ୍କର ଅନ୍ତଃକରଣ ସଦାପ୍ରଭୁ ପରମେଶ୍ୱରଙ୍କ ପ୍ରତି ସିଦ୍ଧ ନୋହିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)4 କାରଣ ଶଲୋମନ ବୃଦ୍ଧ ହୁଅନ୍ତେ ଏପରି ଘଟିଲା ଯେ, ତାଙ୍କର ପନିୀମାନେ ଅନ୍ୟ ଦେବଗଣ ପ୍ରତି ତାଙ୍କର ମନକୁ ବିପଥଗାମୀ କଲେ; ପୁଣି ତାଙ୍କର ପିତା ଦାଉଦଙ୍କର ଅନ୍ତଃକରଣ ପରି ତାଙ୍କର ଅନ୍ତଃକରଣ ସଦାପ୍ରଭୁ ପରମେଶ୍ଵରଙ୍କ ପ୍ରତି ସିଦ୍ଧ ନୋହିଲା। Viz kapitolaଓଡିଆ ବାଇବେଲ4 କାରଣ ଶଲୋମନ ବୃଦ୍ଧ ହୁଅନ୍ତେ ଏପରି ଘଟିଲା ଯେ, ତାଙ୍କର ପତ୍ନୀମାନେ ବିଦେଶୀୟ ଦେବତାଗଣ ପ୍ରତି ତାଙ୍କର ମନକୁ ବିପଥଗାମୀ କଲେ; ପୁଣି, ତାଙ୍କର ପିତା ଦାଉଦଙ୍କର ଅନ୍ତଃକରଣ ପରି ତାଙ୍କର ଅନ୍ତଃକରଣ ସଦାପ୍ରଭୁ ପରମେଶ୍ୱରଙ୍କ ପ୍ରତି ସିଦ୍ଧ ନୋହିଲା। Viz kapitolaପବିତ୍ର ବାଇବଲ4 ଶଲୋମନ ଯେତେବେଳେ ବୃଦ୍ଧ ହେଲେ ତାଙ୍କର ପତ୍ନୀମାନେ ଅନ୍ୟ ଦେବତାଗଣଙ୍କୁ ଅନୁସରଣ କରିବାର ପ୍ରଭାବ ପକାଇଲେ। ତାଙ୍କର ପିତା ଦାଉଦଙ୍କ ପରି ସେ ସର୍ବାନ୍ତଃକରଣରେ ସଦାପ୍ରଭୁଙ୍କୁ ଅନୁସରଣ କଲେ ନାହିଁ। Viz kapitola |