1 ରାଜାବଳୀ 11:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ଶଲୋମନ କଲେ ଓ ଆପଣା ପିତା ଦାଉଦଙ୍କ ପରି ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ପଶ୍ଚାତ୍ଗାମୀ ନୋହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ଶଲୋମନ କଲେ ଓ ଆପଣା ପିତା ଦାଉଦଙ୍କ ପରି ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ପଶ୍ଚାତ୍ଗାମୀ ନୋହିଲେ। Viz kapitolaଓଡିଆ ବାଇବେଲ6 ପୁଣି, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ଶଲୋମନ କଲେ ଓ ଆପଣା ପିତା ଦାଉଦଙ୍କ ପରି ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ପଶ୍ଚାତ୍ଗାମୀ ନୋହିଲେ। Viz kapitolaପବିତ୍ର ବାଇବଲ6 ତେଣୁ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ଶଲୋମନ ତାହା ହିଁ ଅନୁସରଣ କଲେ। ସେ ନିଜ ପିତା ଦାଉଦଙ୍କ ପରି ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ପଶ୍ଚାଦ୍ଗାମୀ ହେଲେ ନାହିଁ। Viz kapitola |