1 ରାଜାବଳୀ 11:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏହେତୁ ସଦାପ୍ରଭୁ ଶଲୋମନଙ୍କ ପ୍ରତି କ୍ରୁଦ୍ଧ ହେଲେ, କାରଣ ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରୁ ବିମୁଖ ହୋଇଥିଲା; ସଦାପ୍ରଭୁ ତାଙ୍କୁ ଦୁଇ ଥର ଦର୍ଶନ ଦେଇଥିଲେ Viz kapitolaପବିତ୍ର ବାଇବଲ (Re-edited) - (BSI)9 ଏହେତୁ ସଦାପ୍ରଭୁ ଶଲୋମନଙ୍କ ପ୍ରତି କ୍ରୁଦ୍ଧ ହେଲେ, କାରଣ ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କଠାରୁ ବିମୁଖ ହୋଇଥିଲା; ସଦାପ୍ରଭୁ ତାଙ୍କୁ ଦୁଇ ଥର ଦର୍ଶନ ଦେଇଥିଲେ Viz kapitolaଓଡିଆ ବାଇବେଲ9 ଏହେତୁ ସଦାପ୍ରଭୁ ଶଲୋମନଙ୍କ ପ୍ରତି କ୍ରୁଦ୍ଧ ହେଲେ, କାରଣ ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରୁ ବିମୁଖ ହୋଇଥିଲା; ସଦାପ୍ରଭୁ ତାଙ୍କୁ ଦୁଇ ଥର ଦର୍ଶନ ଦେଇଥିଲେ Viz kapitolaପବିତ୍ର ବାଇବଲ9 ଶଲୋମନଙ୍କ ଅନ୍ତଃକରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରୁ ବିମୁଖ ହୋଇଥିଲା। ତେଣୁ ସଦାପ୍ରଭୁ ତାଙ୍କ ପ୍ରତି କ୍ରୋଧ ହେଲେ। ଅତୀତରେ ସେ ଶଲୋମନ ରାଜାଙ୍କୁ ଦୁଇଥର ଦର୍ଶନ ଦେଇଥିଲେ। Viz kapitola |