1 ରାଜାବଳୀ 2:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହୁଁ ସେ କହିଲା, “ତୁମ୍ଭେ ଅନୁଗ୍ରହ କରି ଶୁନେମୀୟା ଅବୀଶଗକୁ ମୋʼ ସଙ୍ଗେ ବିବାହ ଦେବା ପାଇଁ ଶଲୋମନ ରାଜାଙ୍କୁ କୁହ, ସେ ତ ତୁମ୍ଭକୁ ନାସ୍ତି କରିବେ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)17 ତହୁଁ ସେ କହିଲା, ତୁମ୍ଭେ ଅନୁଗ୍ରହ କରି ଶୁନେମୀୟା ଅବୀଶଗକୁ ମୋʼ ସଙ୍ଗେ ବିବାହ ଦେବା ପାଇଁ ଶଲୋମନ ରାଜାଙ୍କୁ କୁହ, ସେ ତ ତୁମ୍ଭକୁ ନାସ୍ତି କରିବେ ନାହିଁ। Viz kapitolaଓଡିଆ ବାଇବେଲ17 ତହୁଁ ସେ କହିଲା, “ତୁମ୍ଭେ ଅନୁଗ୍ରହ କରି ଶୁନେମୀୟା ଅବୀଶଗକୁ ମୋ’ ସଙ୍ଗେ ବିବାହ ଦେବା ପାଇଁ ଶଲୋମନ ରାଜାଙ୍କୁ କୁହ, ସେ ତ ତୁମ୍ଭକୁ ନାସ୍ତି କରିବେ ନାହିଁ। Viz kapitolaପବିତ୍ର ବାଇବଲ17 ଅଦୋନିୟ କହିଲେ, “ତୁମ୍ଭେ ଅନୁଗ୍ରହ କରି ଶୁନେମୀୟା ଅବୀଶଗକୁ ମୋ’ ସହିତ ବିବାହ ଦେବା ପାଇଁ ଶଲୋମନ ରାଜାଙ୍କୁ କୁହ, ସେ ତ ତୁମ୍ଭକୁ ନାସ୍ତି କରିବେ ନାହିଁ।” Viz kapitola |