1 ରାଜାବଳୀ 2:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତେବେ ସେ କହିଲେ, “ତୁମ୍ଭଠାରେ ମୋହର ଏକ କ୍ଷୁଦ୍ର ନିବେଦନ ଅଛି; ମୋତେ ନାସ୍ତି ନ କର।” ତହୁଁ ରାଜା ତାଙ୍କୁ କହିଲେ, “ମୋହର ମାତା, କୁହ; କାରଣ, ମୁଁ ତୁମ୍ଭକୁ ନାସ୍ତି କରିବି ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)20 ତେବେ ସେ କହିଲେ, ତୁମ୍ଭଠାରେ ମୋହର ଏକ କ୍ଷୁଦ୍ର ନିବେଦନ ଅଛି; ମୋତେ ନାସ୍ତି ନ କର। ତହୁଁ ରାଜା ତାଙ୍କୁ କହିଲେ, ମୋହର ମାତଃ, କୁହ; କାରଣ ମୁଁ ତୁମ୍ଭକୁ ନାସ୍ତି କରିବି ନାହିଁ। Viz kapitolaଓଡିଆ ବାଇବେଲ20 ତେବେ ସେ କହିଲେ, “ତୁମ୍ଭଠାରେ ମୋହର ଏକ କ୍ଷୁଦ୍ର ନିବେଦନ ଅଛି; ମୋତେ ନାସ୍ତି ନ କର।” ତହୁଁ ରାଜା ତାଙ୍କୁ କହିଲେ, “ମୋହର ମାତା, କୁହ; କାରଣ, ମୁଁ ତୁମ୍ଭକୁ ନାସ୍ତି କରିବି ନାହିଁ।” Viz kapitolaପବିତ୍ର ବାଇବଲ20 ବତ୍ଶେବା କହିଲେ, “ତୁମ୍ଭ ନିକଟରେ ମୋର ଏକ ଛୋଟ ନିବେଦନ ଅଛି, ମୋତେ ନାସ୍ତି କରିବ ନାହିଁ।” ତହୁଁ ରାଜା କହିଲେ, “ହେ ମାତା, କୁହ, ମୁଁ ତୁମ୍ଭକୁ ନାସ୍ତି କରିବି ନାହିଁ।” Viz kapitola |