Online Bible

- Reklamy -




1 ରାଜାବଳୀ 2:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଏଉତ୍ତାରେ ଦେଖ, “ଯୋୟାବ ସଦାପ୍ରଭୁଙ୍କ ତମ୍ବୁକୁ ପଳାଇ ବେଦି ନିକଟରେ ଅଛି,” ଏହି ସମ୍ବାଦ ଶଲୋମନ ରାଜାଙ୍କୁ ଦିଆଯାଆନ୍ତେ, ସେ ଯିହୋୟାଦାର ପୁତ୍ର ବନାୟକୁ ପଠାଇ କହିଲେ, ଯାଅ, ତାକୁ ଆକ୍ରମଣ କର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ଏଉତ୍ତାରେ ଦେଖ, ଯୋୟାବ ସଦାପ୍ରଭୁଙ୍କ ତମ୍ଵୁକୁ ପଳାଇ ବେଦି ନିକଟରେ ଅଛି, ଏହି ସମ୍ଵାଦ ଶଲୋମନ ରାଜାଙ୍କୁ ଦିଆଯାʼନ୍ତେ, ସେ ଯିହୋୟାଦାର ପୁତ୍ର ବନାୟକୁ ପଠାଇ କହିଲେ, ଯାଅ, ତାକୁ ଆକ୍ରମଣ କର।

Viz kapitola kopírovat

ଓଡିଆ ବାଇବେଲ

29 ଏଉତ୍ତାରେ ଦେଖ, ଯୋୟାବ ସଦାପ୍ରଭୁଙ୍କ ତମ୍ବୁକୁ ପଳାଇ ବେଦି ନିକଟରେ ଅଛି, ଏହି ସମ୍ବାଦ ଶଲୋମନ ରାଜାଙ୍କୁ ଦିଆଯା’ନ୍ତେ, ସେ ଯିହୋୟାଦାର ପୁତ୍ର ବନାୟକୁ ପଠାଇ କହିଲେ, “ଯାଅ, ତାକୁ ଆକ୍ରମଣ କର।”

Viz kapitola kopírovat

ପବିତ୍ର ବାଇବଲ

29 ରାଜା ଶଲୋମନଙ୍କୁ ସମ୍ବାଦ ଦିଆଗଲା ଯେ, ଯୋୟାବ ସଦାପ୍ରଭୁଙ୍କ ତମ୍ବୁକୁ ଯାଇ ଯଜ୍ଞବେଦି ନିକଟରେ ଅଛି। ଶଲୋମନ ଯିହୋୟାଦାର ପୁତ୍ର ବନାୟକୁ ଆଦେଶ ଦେଲେ, ଯାଅ, ତାକୁ ହତ୍ୟା କର।

Viz kapitola kopírovat




1 ରାଜାବଳୀ 2:29

Následuj nás:

Reklamy


Reklamy