1 ରାଜାବଳୀ 2:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ତହିଁରେ ବନାୟ ସଦାପ୍ରଭୁଙ୍କ ତମ୍ବୁକୁ ଯାଇ ତାହାକୁ କହିଲା, “ରାଜା କହିଅଛନ୍ତି, ବାହାରକୁ ଆସ।” ମାତ୍ର ସେ କହିଲା, “ନା, ମୁଁ ଏଠାରେ ମରିବି।” ଏଥିରେ ବନାୟ ପୁଣି, ରାଜାଙ୍କ ନିକଟକୁ ସମ୍ବାଦ ଆଣି କହିଲା, “ଯୋୟାବ ଏପରି କହିଲା ଓ ମୋତେ ଏପରି ଉତ୍ତର ଦେଲା।” Viz kapitolaପବିତ୍ର ବାଇବଲ (Re-edited) - (BSI)30 ତହିଁରେ ବନାୟ ସଦାପ୍ରଭୁଙ୍କ ତମ୍ଵୁକୁ ଯାଇ ତାହାକୁ କହିଲା, ରାଜା କହିଅଛନ୍ତି, ବାହାରକୁ ଆସ। ମାତ୍ର ସେ କହିଲା, ନା, ମୁଁ ଏଠାରେ ମରିବି। ଏଥିରେ ବନାୟ ପୁଣି ରାଜାଙ୍କ ନିକଟକୁ ସମ୍ଵାଦ ଆଣି କହିଲା, ଯୋୟାବ ଏପରି କହିଲା ଓ ମୋତେ ଏପରି ଉତ୍ତର ଦେଲା। Viz kapitolaଓଡିଆ ବାଇବେଲ30 ତହିଁରେ ବନାୟ ସଦାପ୍ରଭୁଙ୍କ ତମ୍ବୁକୁ ଯାଇ ତାହାକୁ କହିଲା, “ରାଜା କହିଅଛନ୍ତି, ବାହାରକୁ ଆସ।” ମାତ୍ର ସେ କହିଲା, “ନା, ମୁଁ ଏଠାରେ ମରିବି।” ଏଥିରେ ବନାୟ ପୁଣି, ରାଜାଙ୍କ ନିକଟକୁ ସମ୍ବାଦ ଆଣି କହିଲା, “ଯୋୟାବ ଏପରି କହିଲା ଓ ମୋତେ ଏପରି ଉତ୍ତର ଦେଲା।” Viz kapitolaପବିତ୍ର ବାଇବଲ30 ତା'ପରେ ବନାୟ ସଦାପ୍ରଭୁଙ୍କ ତମ୍ବୁକୁ ଗଲା ଏବଂ ତାକୁ କହିଲା, “ରାଜା କହନ୍ତି, ‘ବାହାରକୁ ଆସ।’” କିନ୍ତୁ ସେ କହିଲା, “ନା, ମୁଁ ଏଠାରେ ମରିବି।” ତେଣୁ ବନାୟ ରାଜାଙ୍କ ପାଖକୁ ଗଲେ ଏବଂ ସେ ଯାହା କହିଥିଲେ ତାହାର ତଥ୍ୟ ଦେଲେ। Viz kapitola |