Online Bible

- Reklamy -




1 ରାଜାବଳୀ 2:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ତେବେ ରାଜା ତାହାକୁ କହିଲେ, “ସେ ଯେପରି କହିଅଛି, ସେପରି କର, ତାହାକୁ ଆଘାତ କର ଓ ତାହାକୁ କବର ଦିଅ; ତହିଁରେ ଯୋୟାବ ଅକାରଣରେ ଯେଉଁ ରକ୍ତପାତ କରିଅଛି, ତହିଁର ଅପରାଧ ତୁମ୍ଭେ ମୋʼ ଠାରୁ ଓ ମୋʼ ପିତୃଗୃହରୁ ଦୂର କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ତେବେ ରାଜା ତାହାକୁ କହିଲେ, ସେ ଯେପରି କହିଅଛି, ସେପରି କର, ତାହାକୁ ଆଘାତ କର ଓ ତାହାକୁ କବର ଦିଅ; ତହିଁରେ ଯୋୟାବ ଅକାରଣରେ ଯେଉଁ ରକ୍ତପାତ କରିଅଛି, ତହିଁର ଅପରାଧ ତୁମ୍ଭେ ମୋʼଠାରୁ ଓ ମୋʼ ପିତୃଗୃହରୁ ଦୂର କରିବ।

Viz kapitola kopírovat

ଓଡିଆ ବାଇବେଲ

31 ତେବେ ରାଜା ତାହାକୁ କହିଲେ, “ସେ ଯେପରି କହିଅଛି, ସେପରି କର, ତାହାକୁ ଆଘାତ କର ଓ ତାହାକୁ କବର ଦିଅ; ତହିଁରେ ଯୋୟାବ ଅକାରଣରେ ଯେଉଁ ରକ୍ତପାତ କରିଅଛି, ତହିଁର ଅପରାଧ ତୁମ୍ଭେ ମୋ’ଠାରୁ ଓ ମୋ’ ପିତୃଗୃହରୁ ଦୂର କରିବ।”

Viz kapitola kopírovat

ପବିତ୍ର ବାଇବଲ

31 ତା'ପରେ ରାଜା ବନାୟକୁ ଆଦେଶ ଦେଲେ, “ସେ ଯେପରି କହିଅଛି, ସେହିପରି କର। ସେହିଠାରେ ତାକୁ ହତ୍ୟା କର ଓ କବର ଦିଅ। ତାହାହେଲେ ଯୋୟାବ ନିରୀହମାନଙ୍କର ଯେଉଁ ରକ୍ତପାତ କରିଥିଲା, ସେହି ପାପରୁ ମୁଁ ଓ ମୋର ପରିବାର ମୁକ୍ତ ହେବୁ।

Viz kapitola kopírovat




1 ରାଜାବଳୀ 2:31

Následuj nás:

Reklamy


Reklamy