1 ରାଜାବଳୀ 2:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଏଉତ୍ତାରେ ରାଜା ଲୋକ ପଠାଇ ଶିମୀୟିକୁ ଡକାଇ କହିଲେ, “ଯିରୂଶାଲମରେ ଆପଣା ପାଇଁ ଏକ ଗୃହ ନିର୍ମାଣ କରି ସେଠାରେ ବାସ କର, ଆଉ ସେଠାରୁ ଅନ୍ୟ କୌଣସି ସ୍ଥାନକୁ ଯାଅ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)36 ଏଉତ୍ତାରେ ରାଜା ଲୋକ ପଠାଇ ଶିମୀୟିକି ଡକାଇ କହିଲେ, ଯିରୂଶାଲମରେ ଆପଣା ପାଇଁ ଏକ ଗୃହ ନିର୍ମାଣ କରି ସେଠାରେ ବାସ କର, ଆଉ ସେଠାରୁ ଅନ୍ୟ କୌଣସି ସ୍ଥାନକୁ ଯାଅ ନାହିଁ। Viz kapitolaଓଡିଆ ବାଇବେଲ36 ଏଉତ୍ତାରେ ରାଜା ଲୋକ ପଠାଇ ଶିମୀୟିକୁ ଡକାଇ କହିଲେ, “ଯିରୂଶାଲମରେ ଆପଣା ପାଇଁ ଏକ ଗୃହ ନିର୍ମାଣ କରି ସେଠାରେ ବାସ କର, ଆଉ ସେଠାରୁ ଅନ୍ୟ କୌଣସି ସ୍ଥାନକୁ ଯାଅ ନାହିଁ।” Viz kapitolaପବିତ୍ର ବାଇବଲ36 ତା'ପରେ ରାଜା ଲୋକ ପଠାଇ ଶିମିୟିକି ଡକାଇ କହିଲେ, “ଯିରୁଶାଲମରେ ନିଜ ପାଇଁ ଏକ ଗୃହ ନିର୍ମାଣ କର। ଆଉ ଏହି ନଗର ଛାଡ଼ି କୁଆଡ଼େ ଯାଅ ନାହିଁ। Viz kapitola |