1 ରାଜାବଳୀ 2:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ତହୁଁ ଶିମୀୟି ଉଠି ଗର୍ଦ୍ଦଭ ସଜାଇ ଆପଣା ଦାସମାନଙ୍କୁ ଅନ୍ୱେଷଣ କରିବା ପାଇଁ ଗାଥ୍ ନଗରକୁ ଆଖୀଶ୍ ନିକଟକୁ ଗଲା; ପୁଣି, ଶିମୀୟି ଯାଇ ଗାଥ୍ରୁ ଆପଣା ଦାସମାନଙ୍କୁ ଆଣିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)40 ତହୁଁ ଶିମୀୟି ଉଠି ଗର୍ଦ୍ଦଭ ସଜାଇ ଆପଣା ଦାସମାନଙ୍କୁ ଅନ୍ଵେଷଣ କରିବା ପାଇଁ ଗାଥ୍ ନଗରକୁ ଆଖୀଶ୍ କତିକି ଗଲା; ପୁଣି ଶିମୀୟି ଯାଇ ଗାଥ୍ରୁ ଆପଣା ଦାସମାନଙ୍କୁ ଆଣିଲା। Viz kapitolaଓଡିଆ ବାଇବେଲ40 ତହୁଁ ଶିମୀୟି ଉଠି ଗର୍ଦ୍ଦଭ ସଜାଇ ଆପଣା ଦାସମାନଙ୍କୁ ଅନ୍ୱେଷଣ କରିବା ପାଇଁ ଗାଥ୍ ନଗରକୁ ଆଖୀଶ୍ ନିକଟକୁ ଗଲା; ପୁଣି, ଶିମୀୟି ଯାଇ ଗାଥ୍ରୁ ଆପଣା ଦାସମାନଙ୍କୁ ଆଣିଲା। Viz kapitolaପବିତ୍ର ବାଇବଲ40 ତେଣୁ ଶିମିୟି ନିଜ ଗର୍ଦ୍ଦଭକୁ ସଜାଇ ଆପଣା ଦାସମାନଙ୍କ ଅନ୍ୱେଷଣରେ ଗାଥ୍-ନଗରରେ ଆଖୀଶ୍ ନିକଟକୁ ଗଲେ ଓ ସେଠାରୁ ନିଜର ଦାସମାନଙ୍କୁ ଫେରାଇ ଆଣିଲେ। Viz kapitola |