1 ରାଜାବଳୀ 22:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହୁଁ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନୁ ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି?” Viz kapitolaପବିତ୍ର ବାଇବଲ (Re-edited) - (BSI)16 ତହୁଁ ରାଜା ତାହାକୁ କହିଲେ, ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନୁ ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି? Viz kapitolaଓଡିଆ ବାଇବେଲ16 ତହୁଁ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନୁ ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି ?” Viz kapitolaପବିତ୍ର ବାଇବଲ16 ଆହାବ ପୁଣି ମୀଖାୟକୁ କହିଲେ, “ତୁମ୍ଭେ ତୁମ୍ଭର ନିଜର ବାକ୍ୟ କୁହ, ମୁଁ ତୁମ୍ଭଙ୍କୁ ସତ କହିବାକୁ କହିଛି। କେତେଥର ମୋତେ ତୁମ୍ଭକୁ ଏହା କହିବାକୁ ପଡ଼ିବ? ସଦାପ୍ରଭୁଙ୍କଠାରୁ ସତ କୁହ।” Viz kapitola |