1 ରାଜାବଳୀ 22:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଏ ଆମ୍ଭ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହିଲି ନାହିଁ?” Viz kapitolaପବିତ୍ର ବାଇବଲ (Re-edited) - (BSI)18 ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, ଏ ଆମ୍ଭ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହିଲି ନାହିଁ? Viz kapitolaଓଡିଆ ବାଇବେଲ18 ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଏ ଆମ୍ଭ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହିଲି ନାହିଁ ?” Viz kapitolaପବିତ୍ର ବାଇବଲ18 ଆହାବ ଯିହୋଶାଫଟଙ୍କୁ କହିଲେ, “ଦେଖ, ମୁଁ କ’ଣ କହି ନ ଥିଲି, ମୀଖାୟ କେବେ ଅମଙ୍ଗଳ ବିନା ମଙ୍ଗଳକର ଭବିଷ୍ୟଦ୍ବାଣୀ ମୋ’ ବିଷୟରେ କରିବ ନାହିଁ।” Viz kapitola |