Online Bible

- Reklamy -




1 ରାଜାବଳୀ 22:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତହିଁରେ ସଦାପ୍ରଭୁ କହିଲେ, ‘ଆହାବ ଯେପରି ରାମୋତ୍‍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସଲାଇବ?’ ତହିଁରେ ଜଣେ ଏପ୍ରକାର, ଅନ୍ୟ ଜଣେ ସେପ୍ରକାର କହିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ତହିଁରେ ସଦାପ୍ରଭୁ କହିଲେ, ଆହାବ ଯେପରି ରାମୋତ୍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସଲାଇବ? ତହିଁରେ ଜଣେ ଏପ୍ରକାର, ଅନ୍ୟ ଜଣେ ସେପ୍ରକାର କହିଲେ।

Viz kapitola kopírovat

ଓଡିଆ ବାଇବେଲ

20 ତହିଁରେ ସଦାପ୍ରଭୁ କହିଲେ, “ଆହାବ ଯେପରି ରାମୋତ୍‍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସଲାଇବ ?” ତହିଁରେ ଜଣେ ଏପ୍ରକାର, ଅନ୍ୟ ଜଣେ ସେପ୍ରକାର କହିଲେ।

Viz kapitola kopírovat

ପବିତ୍ର ବାଇବଲ

20 ସଦାପ୍ରଭୁ କହିଲେ, ‘ତୁମ୍ଭମାନଙ୍କ ମଧ୍ୟରୁ କିଏ ରାଜା ଆହାବକୁ କୁମନ୍ତ୍ରଣା ଦେବାକୁ ଯିବ, ସେ ଯେପରି ରାମୋତ୍-ଗିଲିୟ‌ଦ୍‌କୁ ଯାଇ ଅରାମୀୟ ବିରୁଦ୍ଧରେ ଯୁଦ୍ଧ କରି ମୃତ୍ୟୁବରଣ କରିବ।’ ଏଥିରେ କେହି ସ୍ୱର୍ଗଦୂତଗଣ ଏକମତ ହେଲେ ନାହିଁ, ସେମାନଙ୍କର କ’ଣ କରିବା ଉଚିତ୍।

Viz kapitola kopírovat




1 ରାଜାବଳୀ 22:20

Následuj nás:

Reklamy


Reklamy