Online Bible

- Reklamy -




1 ରାଜାବଳୀ 22:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

23 ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ

23 ମୀଖାୟ ଶେଷରେ କହିଲେ, “ଦେଖ, ସଦାପ୍ରଭୁ ତୁମ୍ଭର ସମସ୍ତ ଭବିଷ୍ୟ‌ଦ୍‌ବକ୍ତାଙ୍କୁ ମିଥ୍ୟା କୁହାଇଛନ୍ତି। ସଦାପ୍ରଭୁ ତୁମ୍ଭ ଉପରେ ଏକ ବଡ଼ ବିପତ୍ତି ଆଣିବାକୁ ନିଷ୍ପତ୍ତି କରିଛନ୍ତି।”

Viz kapitola kopírovat




1 ରାଜାବଳୀ 22:23

Následuj nás:

Reklamy


Reklamy