1 ରାଜାବଳୀ 22:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ସେତେବେଳେ କନାନାର ପୁତ୍ର ସିଦିକୀୟ ନିକଟକୁ ଆସି ମୀଖାୟର ଗାଲରେ ଚାପୁଡ଼ା ମାରି କହିଲା, “ସଦାପ୍ରଭୁଙ୍କ ଆତ୍ମା ତୋତେ କହିବା ପାଇଁ ମୋʼ ଠାରୁ କେଉଁ ବାଟେ ଗଲେ?” Viz kapitolaପବିତ୍ର ବାଇବଲ (Re-edited) - (BSI)24 ସେତେବେଳେ କନାନାର ପୁତ୍ର ସିଦିକୀୟ ନିକଟକୁ ଆସି ମୀଖାୟର ଗାଲରେ ଚାପୁଡ଼ା ମାରି କହିଲା, ସଦାପ୍ରଭୁଙ୍କ ଆତ୍ମା ତୋତେ କହିବା ପାଇଁ ମୋʼଠାରୁ କେଉଁ ବାଟେ ଗଲେ? Viz kapitolaଓଡିଆ ବାଇବେଲ24 ସେତେବେଳେ କନାନାର ପୁତ୍ର ସିଦିକୀୟ ନିକଟକୁ ଆସି ମୀଖାୟର ଗାଲରେ ଚାପୁଡ଼ା ମାରି କହିଲା, “ସଦାପ୍ରଭୁଙ୍କ ଆତ୍ମା ତୋତେ କହିବା ପାଇଁ ମୋ’ଠାରୁ କେଉଁ ବାଟେ ଗଲେ ?” Viz kapitolaପବିତ୍ର ବାଇବଲ24 ତହିଁରେ କନାନାର ପୁତ୍ର ସିଦିକିୟ ମୀଖାୟର ଗାଲରେ ଏକ ଗ୍ଭପୁଡ଼ା ମାରି କହିଲା, “ତୁମ୍ଭେ ଭାବୁଛ କି ସଦାପ୍ରଭୁଙ୍କ ଆତ୍ମା ମୋତେ ଛାଡ଼ି ଦେଇଛନ୍ତି ଓ ବର୍ତ୍ତମାନ ତୁମ୍ଭ ମାଧ୍ୟମରେ କହୁଛନ୍ତି, ତୁମ୍ଭକୁ କିପରି କହିଲେ?” Viz kapitola |