1 ରାଜାବଳୀ 22:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ପୁଣି, ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ମୁଁ ଛଦ୍ମବେଶ ଧରି ଯୁଦ୍ଧକୁ ଯିବି; ମାତ୍ର ତୁମ୍ଭେ ଆପଣା ରାଜବସ୍ତ୍ର ପିନ୍ଧ। ଆଉ ଇସ୍ରାଏଲର ରାଜା ଛଦ୍ମବେଶ ଧରି ଯୁଦ୍ଧକୁ ଗଲେ।” Viz kapitolaପବିତ୍ର ବାଇବଲ (Re-edited) - (BSI)30 ପୁଣି ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, ମୁଁ ଛଦ୍ମବେଶ ଧରି ଯୁଦ୍ଧକୁ ଯିବି; ମାତ୍ର ତୁମ୍ଭେ ଆପଣା ରାଜବସ୍ତ୍ର ପିନ୍ଧ। ଆଉ ଇସ୍ରାଏଲର ରାଜା ଛଦ୍ମବେଶ ଧରି ଯୁଦ୍ଧକୁ ଗଲେ। Viz kapitolaଓଡିଆ ବାଇବେଲ30 ପୁଣି, ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ମୁଁ ଛଦ୍ମବେଶ ଧରି ଯୁଦ୍ଧକୁ ଯିବି; ମାତ୍ର ତୁମ୍ଭେ ଆପଣା ରାଜବସ୍ତ୍ର ପିନ୍ଧ। ଆଉ ଇସ୍ରାଏଲର ରାଜା ଛଦ୍ମବେଶ ଧରି ଯୁଦ୍ଧକୁ ଗଲେ।” Viz kapitolaପବିତ୍ର ବାଇବଲ30 ଇସ୍ରାଏଲର ରାଜା ଯିହୋଶାଫଟଙ୍କୁ କହିଲେ, “ମୁଁ ଛଦ୍ମ ବେଶରେ ଯୁଦ୍ଧ କରିବାକୁ ଯିବି, ମାତ୍ର ତୁମ୍ଭେ ତୁମ୍ଭର ରାଜ ପୋଷାକ ପିନ୍ଧିବ।” ତେଣୁ ଇସ୍ରାଏଲର ରାଜା ଛଦ୍ମ ବେଶରେ ଯୁଦ୍ଧକୁ ଗଲେ। Viz kapitola |