1 ରାଜାବଳୀ 22:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ଇସ୍ରାଏଲର ରାଜା ଆହାବଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ଆସାଙ୍କର ପୁତ୍ର ଯିହୋଶାଫଟ୍ ଯିହୁଦା ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)41 ଇସ୍ରାଏଲର ରାଜା ଆହାବଙ୍କର ଅଧିକାରର ଚତୁର୍ଥ ବର୍ଷରେ ଆସାଙ୍କର ପୁତ୍ର ଯିହୋଶାଫଟ୍ ଯିହୁଦା ଉପରେ ରାଜ୍ୟ କରିବାକୁ ଆରମ୍ଭ କଲେ। Viz kapitolaଓଡିଆ ବାଇବେଲ41 ଇସ୍ରାଏଲର ରାଜା ଆହାବଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ଆସାଙ୍କର ପୁତ୍ର ଯିହୋଶାଫଟ୍ ଯିହୁଦା ଉପରେ ରାଜତ୍ଵ କରିବାକୁ ଆରମ୍ଭ କଲେ। Viz kapitolaପବିତ୍ର ବାଇବଲ41 ଇସ୍ରାଏଲର ରାଜା ଆହାବଙ୍କ ରାଜତ୍ୱର ଚତୁର୍ଥ ବର୍ଷରେ ଆସାଙ୍କର ପୁତ୍ର ଯିହୋଶାଫଟ୍ ଯିହୁଦାର ରାଜା ହେଲେ। Viz kapitola |