Online Bible

- Reklamy -




1 ରାଜାବଳୀ 22:50 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

50 ଏଥିଉତ୍ତାରେ ଯିହୋଶାଫଟ୍‍ ଆପଣା ପିତୃଗଣ ସହିତ ଶୟନ କରି ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଲୋକଙ୍କ ସହିତ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍‍ ତାଙ୍କର ପଦରେ ରାଜ୍ୟ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

50 ଅନନ୍ତର ଯିହୋଶାଫଟ୍ ଆପଣା ପିତୃଗଣ ସହିତ ଶୟନ କରି ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଲୋକଙ୍କ ସହିତ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ ତାଙ୍କର ପଦରେ ରାଜ୍ୟ କଲେ।

Viz kapitola kopírovat

ଓଡିଆ ବାଇବେଲ

50 ଏଥିଉତ୍ତାରେ ଯିହୋଶାଫଟ୍‍ ଆପଣା ପିତୃଗଣ ସହିତ ଶୟନ କରି ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଲୋକଙ୍କ ସହିତ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍‍ ତାଙ୍କର ପଦରେ ରାଜ୍ୟ କଲେ।

Viz kapitola kopírovat

ପବିତ୍ର ବାଇବଲ

50 ଯିହୋଶାଫ‌ଟଙ୍କ ମୃତ୍ୟୁ ପରେ ସେ ତାଙ୍କର ପୂର୍ବପୁରୁଷଗଣଙ୍କ ସହିତ ଦାଉଦ ନଗରରେ କବରପ୍ରାପ୍ତ ହେଲେ। ତାଙ୍କ ଅନ୍ତେ ତାଙ୍କ ପୁତ୍ର ଯିହୋରାମ୍ ରାଜା ହେଲେ।

Viz kapitola kopírovat




1 ରାଜାବଳୀ 22:50

Následuj nás:

Reklamy


Reklamy