Online Bible

- Reklamy -




1 ରାଜାବଳୀ 22:51 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

51 ଯିହୁଦାର ରାଜା ଯିହୋଶାଫଟ୍‍ଙ୍କ ରାଜତ୍ଵର ସତର ବର୍ଷରେ ଆହାବଙ୍କର ପୁତ୍ର ଅହସୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

51 ଯିହୁଦାର ରାଜା ଯିହୋଶାଫଟ୍ଙ୍କର ଅଧିକାରର ସତର ବର୍ଷରେ ଆହାବଙ୍କର ପୁତ୍ର ଅହସୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜ୍ୟ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ।

Viz kapitola kopírovat

ଓଡିଆ ବାଇବେଲ

51 ଯିହୁଦାର ରାଜା ଯିହୋଶାଫଟ୍‍ଙ୍କ ରାଜତ୍ଵର ସତର ବର୍ଷରେ ଆହାବଙ୍କର ପୁତ୍ର ଅହସୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ।

Viz kapitola kopírovat

ପବିତ୍ର ବାଇବଲ

51 ଯିହୁଦାର ରାଜା ଯିହୋଶାଫ‌ଟଙ୍କ ରାଜତ୍ୱର ସପ୍ତଦଶ ବର୍ଷରେ ଆହାବଙ୍କ ପୁତ୍ର ଅହସିୟ ଇସ୍ରାଏଲର ରାଜା ହେଲେ। ସେ ଶମରିୟାରେ ଦୁଇ ବର୍ଷ ଶାସନ କଲେ।

Viz kapitola kopírovat




1 ରାଜାବଳୀ 22:51

Následuj nás:

Reklamy


Reklamy