1 ରାଜାବଳୀ 22:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେତେବେଳେ ଇସ୍ରାଏଲର ରାଜା ଏକ ଅଧ୍ୟକ୍ଷଙ୍କୁ ଡାକି କହିଲେ, “ଇମ୍ଲର ପୁତ୍ର ମୀଖାୟକୁ ଶୀଘ୍ର ଆଣ।” Viz kapitolaପବିତ୍ର ବାଇବଲ (Re-edited) - (BSI)9 ସେତେବେଳେ ଇସ୍ରାଏଲର ରାଜା ଏକ ଅଧ୍ୟକ୍ଷକୁ ଡାକି କହିଲେ, ଇମ୍ଲର ପୁତ୍ର ମୀଖାୟକୁ ଶୀଘ୍ର ଆଣ। Viz kapitolaଓଡିଆ ବାଇବେଲ9 ସେତେବେଳେ ଇସ୍ରାଏଲର ରାଜା ଏକ ଅଧ୍ୟକ୍ଷକୁ ଡାକି କହିଲେ, “ଇମ୍ଲର ପୁତ୍ର ମୀଖାୟକୁ ଶୀଘ୍ର ଆଣ।” Viz kapitolaପବିତ୍ର ବାଇବଲ9 ତେଣୁ ରାଜା ଆହାବ ଜଣେ ଅଧିକାରୀକୁ ଡାକିଲେ ଏବଂ ତାକୁ ଆଦେଶ ଦେଲେ, “ଇମ୍ଳର ପୁତ୍ର ମୀଖାୟଙ୍କୁ ଶୀଘ୍ର ଆଣ।” Viz kapitola |