1 ରାଜାବଳୀ 3:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏହେତୁ ଦେଖ, ଆମ୍ଭେ ତୁମ୍ଭ ବାକ୍ୟାନୁସାରେ କଲୁ; ଦେଖ, ଆମ୍ଭେ ତୁମ୍ଭକୁ ଏପରି ଜ୍ଞାନ ଓ ବୁଦ୍ଧିବିଶିଷ୍ଟ ମନ ଦେଲୁ ଯେ, ତୁମ୍ଭ ପୂର୍ବେ ତୁମ୍ଭ ସମାନ କେହି ହୋଇ ନାହିଁ, କିଅବା ତୁମ୍ଭ ଉତ୍ତାରେ ତୁମ୍ଭ ସମାନ କେହି ଉତ୍ପନ୍ନ ହେବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଏହେତୁ ଦେଖ, ଆମ୍ଭେ ତୁମ୍ଭ ବାକ୍ୟାନୁସାରେ କଲୁ; ଦେଖ, ଆମ୍ଭେ ତୁମ୍ଭକୁ ଏପରି ଜ୍ଞାନ ଓ ବୁଦ୍ଧିବିଶିଷ୍ଟ ମନ ଦେଲୁ ଯେ, ତୁମ୍ଭ ପୂର୍ବେ ତୁମ୍ଭ ସମାନ କେହି ହୋଇ ନାହିଁ, କିଅବା ତୁମ୍ଭ ଉତ୍ତାରେ ତୁମ୍ଭ ସମାନ କେହି ଉତ୍ପନ୍ନ ହେବ ନାହିଁ। Viz kapitolaଓଡିଆ ବାଇବେଲ12 ଏହେତୁ ଦେଖ, ଆମ୍ଭେ ତୁମ୍ଭ ବାକ୍ୟାନୁସାରେ କଲୁ; ଦେଖ, ଆମ୍ଭେ ତୁମ୍ଭକୁ ଏପରି ଜ୍ଞାନ ଓ ବୁଦ୍ଧିବିଶିଷ୍ଟ ମନ ଦେଲୁ ଯେ, ତୁମ୍ଭ ପୂର୍ବେ ତୁମ୍ଭ ସମାନ କେହି ହୋଇ ନାହିଁ, କିଅବା ତୁମ୍ଭ ଉତ୍ତାରେ ତୁମ୍ଭ ସମାନ କେହି ଉତ୍ପନ୍ନ ହେବ ନାହିଁ। Viz kapitolaପବିତ୍ର ବାଇବଲ12 ତେଣୁ ତୁମ୍ଭେ ଯାହା ମାଗିଲ ଆମ୍ଭେ ତାହା ଦେବାକୁ ଯାଉଅଛୁ। ଆମ୍ଭେ ତୁମ୍ଭକୁ ଜ୍ଞାନି ଓ ବୁଦ୍ଧିମାନ କରାଇବା। ଆମ୍ଭେ ତୁମ୍ଭକୁ ଏପରି ମହତ୍ ଜ୍ଞାନ ଦେବା ଯେ, ଅତୀତରେ ତୁମ୍ଭ ସମାନ କେହି ନ ଥିଲେ କି ଭବିଷ୍ୟତରେ କେହି ହେବେ ନାହିଁ। Viz kapitola |