Online Bible

- Reklamy -




1 ରାଜାବଳୀ 3:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏଣୁ ସେ ମଧ୍ୟରାତ୍ରରେ ଉଠି ଆପଣଙ୍କ ଦାସୀ ନିଦ୍ରିତା ଥିବା ବେଳେ ମୋʼ ପାଖରୁ ମୋହର ପୁତ୍ରକୁ ନେଇ ଆପଣା କୋଳରେ ଶୁଆଇଲା ଓ ତାହାର ମଲା ପିଲାକୁ ମୋʼ କୋଳରେ ଶୁଆଇ ଦେଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଏଣୁ ସେ ମଧ୍ୟରାତ୍ରରେ ଉଠି ଆପଣଙ୍କ ଦାସୀ ନିଦ୍ରିତା ଥିବା ବେଳେ ମୋʼ ପାଖରୁ ମୋହର ପୁତ୍ରକୁ ନେଇ ଆପଣା କୋଳରେ ଶୁଆଇଲା ଓ ତାହାର ମଲା ପିଲାକୁ ମୋʼ କୋଳରେ ଶୁଆଇ ଦେଲା।

Viz kapitola kopírovat

ଓଡିଆ ବାଇବେଲ

20 ଏଣୁ ସେ ମଧ୍ୟରାତ୍ରରେ ଉଠି ଆପଣଙ୍କ ଦାସୀ ନିଦ୍ରିତା ଥିବା ବେଳେ ମୋ’ ପାଖରୁ ମୋହର ପୁତ୍ରକୁ ନେଇ ଆପଣା କୋଳରେ ଶୁଆଇଲା ଓ ତାହାର ମଲା ପିଲାକୁ ମୋ’ କୋଳରେ ଶୁଆଇ ଦେଲା।

Viz kapitola kopírovat

ପବିତ୍ର ବାଇବଲ

20 ତେଣୁ ସେହି ମଧ୍ୟରାତ୍ରିରେ ମୁଁ ଶୋଇଥିଲା ବେଳେ ସେ ମୋର ସନ୍ତାନକୁ ନେଇଯାଇ ତା'ର ମୃତ ସନ୍ତାନକୁ ମୋ’ କୋଳରେ ଶୁଆଇ ଦେଲା।

Viz kapitola kopírovat




1 ରାଜାବଳୀ 3:20

Následuj nás:

Reklamy


Reklamy