1 ରାଜାବଳୀ 3:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତହୁଁ ମୁଁ ସକାଳେ ଆପଣା ପିଲାକୁ ସ୍ତନ୍ୟପାନ କରାଇବା ପାଇଁ ଉଠାନ୍ତେ, ଦେଖ, ସେ ମରିଯାଇଅଛି; ମାତ୍ର, ସକାଳେ ମୁଁ ଭଲ କରି ପରଖ କରନ୍ତେ, ଦେଖ, ଏ ତ ମୋହର ଜନ୍ମ କଲା ପୁତ୍ର ନୁହେଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)21 ତହୁଁ ମୁଁ ସକାଳେ ଆପଣା ପିଲାକୁ ଦୁଧ ଦେବା ପାଇଁ ଉଠାନ୍ତେ, ଦେଖ, ସେ ମରିଯାଇଅଛି; ମାତ୍ର ସକାଳେ ମୁଁ ଭଲ କରି ପରଖ କରନ୍ତେ, ଦେଖ, ଏ ତ ମୋହର ଜନ୍ମ କଲା ପୁତ୍ର ନୁହେଁ। Viz kapitolaଓଡିଆ ବାଇବେଲ21 ତହୁଁ ମୁଁ ସକାଳେ ଆପଣା ପିଲାକୁ ସ୍ତନ୍ୟପାନ କରାଇବା ପାଇଁ ଉଠାନ୍ତେ, ଦେଖ, ସେ ମରିଯାଇଅଛି; ମାତ୍ର, ସକାଳେ ମୁଁ ଭଲ କରି ପରଖ କରନ୍ତେ, ଦେଖ, ଏ ତ ମୋହର ଜନ୍ମ କଲା ପୁତ୍ର ନୁହେଁ।” Viz kapitolaପବିତ୍ର ବାଇବଲ21 ପରଦିନ ପ୍ରଭାତରେ ମୁଁ ଯେତେବେଳେ ମୋର ସନ୍ତାନକୁ ସ୍ତନ୍ୟପାନ କରାଇବା ପାଇଁ ଉଠିଲି, ପିଲାଟି ମୃତ ପାଇଲି। ମୁଁ ଭଲକରି ନିରୀକ୍ଷଣ କରି ଜାଣିଲି, ସେ ମୋର ସନ୍ତାନ ନୁହେଁ।” Viz kapitola |