1 ରାଜାବଳୀ 3:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏଥିରେ ରାଜା କହିଲେ, “ମୋହର ନିକଟକୁ ଗୋଟିଏ ଖଣ୍ଡା ଆଣ।” ତହୁଁ ସେମାନେ ରାଜାଙ୍କ ଛାମୁକୁ ଖଣ୍ଡା ଆଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଏଥିରେ ରାଜା କହିଲେ, ମୋହର କତିକି ଗୋଟିଏ ଖଣ୍ତା ଆଣ। ତହୁଁ ସେମାନେ ରାଜାଙ୍କ ଛାମୁକୁ ଖଣ୍ତା ଆଣିଲେ। Viz kapitolaଓଡିଆ ବାଇବେଲ24 ଏଥିରେ ରାଜା କହିଲେ, “ମୋହର ନିକଟକୁ ଗୋଟିଏ ଖଣ୍ଡା ଆଣ।” ତହୁଁ ସେମାନେ ରାଜାଙ୍କ ଛାମୁକୁ ଖଣ୍ଡା ଆଣିଲେ। Viz kapitolaପବିତ୍ର ବାଇବଲ24 ଏଣୁ ରାଜା ଶଲୋମନ ଗୋଟିଏ ଖଡ଼୍ଗ ଆଣିବାକୁ ଜଣେ ଦାସକୁ ଆଦେଶ କଲେ। Viz kapitola |