1 ରାଜାବଳୀ 3:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ରାଜା ବଳିଦାନ କରିବା ନିମନ୍ତେ ଗିବୀୟୋନ୍ ନଗରକୁ ଗଲେ; କାରଣ ତାହା ବଡ଼ ଉଚ୍ଚସ୍ଥଳୀ ଥିଲା; ଶଲୋମନ ସେହି ଯଜ୍ଞବେଦି ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ପୁଣି ରାଜା ବଳିଦାନ କରିବା ନିମନ୍ତେ ଗିବୀୟୋନକୁ ଗଲେ; କାରଣ ତାହା ବଡ଼ ଉଚ୍ଚସ୍ଥଳୀ ଥଲା; ଶଲୋମନ ସେହି ଯଜ୍ଞବେଦି ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ। Viz kapitolaଓଡିଆ ବାଇବେଲ4 ପୁଣି, ରାଜା ବଳିଦାନ କରିବା ନିମନ୍ତେ ଗିବୀୟୋନ୍ ନଗରକୁ ଗଲେ; କାରଣ ତାହା ବଡ଼ ଉଚ୍ଚସ୍ଥଳୀ ଥିଲା; ଶଲୋମନ ସେହି ଯଜ୍ଞବେଦି ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ। Viz kapitolaପବିତ୍ର ବାଇବଲ4 ଶଲୋମନ ବଳିଦାନ ନିମନ୍ତେ ଗିବିୟୋନକୁ ଗଲେ, କାରଣ ତାହା ବଡ଼ ଉଚ୍ଚସ୍ଥଳୀ ଥିଲା। ସେ ସେହି ଯଜ୍ଞବେଦି ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ। Viz kapitola |