1 ରାଜାବଳୀ 5:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ଶଲୋମନ ହୂରମ୍ ଗୃହର ଖାଦ୍ୟ ନିମନ୍ତେ ତାହାକୁ କୋଡ଼ିଏ ହଜାର ମହଣ ଗହମ ଓ କୋଡ଼ିଏ ହଜାର ମହଣ ପେଷା ତେଲ ଦେଲେ; ଏହିରୂପେ ବର୍ଷକୁ ବର୍ଷ ଶଲୋମନ ହୂରମ୍କୁ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ପୁଣି ଶଲୋମନ ହୀରମ୍ ଗୃହର ଖାଦ୍ୟ ନିମନ୍ତେ ତାହାକୁ କୋଡ଼ିଏ ହଜାର ମହଣ ଗହମ ଓ କୋଡ଼ିଏ ମହଣ ପେଷା ତେଲ ଦେଲେ; ଏହିରୂପେ ବର୍ଷକୁ ବର୍ଷ ଶଲୋମନ ହୀରମ୍କୁ ଦେଲେ। Viz kapitolaଓଡିଆ ବାଇବେଲ11 ପୁଣି, ଶଲୋମନ ହୂରମ୍ ଗୃହର ଖାଦ୍ୟ ନିମନ୍ତେ ତାହାକୁ କୋଡ଼ିଏ ହଜାର ମହଣ ଗହମ ଓ କୋଡ଼ିଏ ହଜାର ମହଣ ପେଷା ତେଲ ଦେଲେ; ଏହିରୂପେ ବର୍ଷକୁ ବର୍ଷ ଶଲୋମନ ହୂରମ୍କୁ ଦେଲେ। Viz kapitola |