1 ରାଜାବଳୀ 5:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏହେତୁ ଦେଖନ୍ତୁ, ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ମୁଁ ଗୋଟିଏ ଗୃହ ନିର୍ମାଣ କରିବାକୁ ମନସ୍ଥ କରୁଅଛି, କାରଣ ସଦାପ୍ରଭୁ ମୋʼ ପିତା ଦାଉଦଙ୍କୁ କହିଥିଲେ, ‘ଆମ୍ଭେ ତୁମ୍ଭ ବଦଳେ ତୁମ୍ଭର ଯେଉଁ ପୁତ୍ରକୁ ତୁମ୍ଭ ସିଂହାସନରେ ବସାଇବା, ସେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ।’ Viz kapitolaପବିତ୍ର ବାଇବଲ (Re-edited) - (BSI)5 ଏହେତୁ ଦେଖନ୍ତୁ, ସଦାପ୍ରଭୁ ମୋʼ ପରମେଶ୍ଵରଙ୍କ ନାମ ଉଦ୍ଦେଶ୍ୟରେ ମୁଁ ଗୋଟିଏ ଗୃହ ନିର୍ମାଣ କରିବାକୁ ମନସ୍ଥ କରୁଅଛି, କାରଣ ସଦାପ୍ରଭୁ ମୋʼ ପିତା ଦାଉଦଙ୍କୁ କହିଥିଲେ, ଆମ୍ଭେ ତୁମ୍ଭ ବଦଳେ ତୁମ୍ଭର ଯେଉଁ ପୁତ୍ରକୁ ତୁମ୍ଭ ସିଂହାସନରେ ବସାଇବା, ସେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ। Viz kapitolaଓଡିଆ ବାଇବେଲ5 ଏହେତୁ ଦେଖନ୍ତୁ, ସଦାପ୍ରଭୁ ମୋ’ ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ମୁଁ ଗୋଟିଏ ଗୃହ ନିର୍ମାଣ କରିବାକୁ ମନସ୍ଥ କରୁଅଛି, କାରଣ ସଦାପ୍ରଭୁ ମୋ’ ପିତା ଦାଉଦଙ୍କୁ କହିଥିଲେ, “ଆମ୍ଭେ ତୁମ୍ଭ ବଦଳେ ତୁମ୍ଭର ଯେଉଁ ପୁତ୍ରକୁ ତୁମ୍ଭ ସିଂହାସନରେ ବସାଇବା, ସେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ।” Viz kapitolaପବିତ୍ର ବାଇବଲ5 “ସଦାପ୍ରଭୁ ମୋର ପିତା ଦାଉଦଙ୍କୁ ଶପଥ କରିଥିଲେ, ‘ଆମ୍ଭେ ତୁମ୍ଭ ବଦଳରେ ତୁମ୍ଭ ପୁତ୍ରକୁ ସିଂହାସନରେ ବସାଇବା। ତୁମ୍ଭ ପୁତ୍ର ଆମ୍ଭ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିବ।’ ମୁଁ ବର୍ତ୍ତମାନ ସଦାପ୍ରଭୁ ମୋର ପରମେଶ୍ୱରଙ୍କ ନିମନ୍ତେ ଗୋଟିଏ ମନ୍ଦିର ନିର୍ମାଣ କରିବାକୁ ମନସ୍ଥ କରିଅଛି। Viz kapitola |