1 ରାଜାବଳୀ 5:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେତେବେଳେ ହୂରମ୍ ଶଲୋମନଙ୍କର ଏହି କଥା ଶୁଣନ୍ତେ, ଅତି ଆନନ୍ଦିତ ହୋଇ କହିଲା, “ସଦାପ୍ରଭୁ ଆଜି ଧନ୍ୟ ହେଉନ୍ତୁ, ସେ ଏହି ମହାଗୋଷ୍ଠୀ ଉପରେ ଦାଉଦଙ୍କୁ ଏକ ଜ୍ଞାନବାନ ପୁତ୍ର ଦେଇଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ସେତେବେଳେ ହୀରମ୍ ଶଲୋମନଙ୍କର ଏହି କଥା ଶୁଣନ୍ତେ, ଅତି ଆନନ୍ଦିତ ହୋଇ କହିଲା, ସଦାପ୍ରଭୁ ଆଜି ଧନ୍ୟ ହେଉନ୍ତୁ, ସେ ଏହି ମହାଗୋଷ୍ଠୀ ଉପରେ ଦାଉଦଙ୍କୁ ଏକ ଜ୍ଞାନବାନ ପୁତ୍ର ଦେଇଅଛନ୍ତି। Viz kapitolaଓଡିଆ ବାଇବେଲ7 ସେତେବେଳେ ହୂରମ୍ ଶଲୋମନଙ୍କର ଏହି କଥା ଶୁଣନ୍ତେ, ଅତି ଆନନ୍ଦିତ ହୋଇ କହିଲା, “ସଦାପ୍ରଭୁ ଆଜି ଧନ୍ୟ ହେଉନ୍ତୁ, ସେ ଏହି ମହାଗୋଷ୍ଠୀ ଉପରେ ଦାଉଦଙ୍କୁ ଏକ ଜ୍ଞାନବାନ ପୁତ୍ର ଦେଇଅଛନ୍ତି।” Viz kapitolaପବିତ୍ର ବାଇବଲ7 ଯେତେବେଳେ ହୀରମ୍ ଏହିକଥା ଶୁଣିଲେ ସେ ଅତ୍ୟନ୍ତ ଆନନ୍ଦିତ ହେଲେ ଓ କହିଲେ, “ମୁଁ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେଉଅଛି ଯେ, ସେ ମହାନ ଦେଶ ଉପରେ ଶାସନ କରିବାକୁ ଦାଉଦଙ୍କୁ ଏକ ଜ୍ଞାନବାନ୍ ପୁତ୍ର ଦେଇଛନ୍ତି।” Viz kapitola |