1 ରାଜାବଳୀ 6:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣ ବାହାରି ଆସିଲା ଉତ୍ତାରେ ଚାରି ଶହ ଅଶୀ ବର୍ଷରେ ଓ ଇସ୍ରାଏଲ ଉପରେ ଶଲୋମନଙ୍କର ରାଜତ୍ଵର ଚତୁର୍ଥ ବର୍ଷର ସିବ୍ ନାମକ ଦ୍ୱିତୀୟ ମାସରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବାକୁ ଆରମ୍ଭ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣ ବାହାରି ଆସିଲା ଉତ୍ତାରେ ଚାରି ଶହ ଅଶୀ ବର୍ଷରେ ଓ ଇସ୍ରାଏଲ ଉପରେ ଶଲୋମନଙ୍କର ରାଜତ୍ଵର ଚତୁର୍ଥ ବର୍ଷର ସିବ୍ ନାମକ ଦ୍ଵିତୀୟ ମାସରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବାକୁ ଆରମ୍ଭ କଲେ। Viz kapitolaଓଡିଆ ବାଇବେଲ1 ମିସର ଦେଶରୁ ଇସ୍ରାଏଲ ସନ୍ତାନଗଣ ବାହାରି ଆସିଲା ଉତ୍ତାରେ ଚାରି ଶହ ଅଶୀ ବର୍ଷରେ ଓ ଇସ୍ରାଏଲ ଉପରେ ଶଲୋମନଙ୍କର ରାଜତ୍ୱର ଚତୁର୍ଥ ବର୍ଷର ସିବ୍ ନାମକ ଦ୍ୱିତୀୟ ମାସରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବାକୁ ଆରମ୍ଭ କଲେ। Viz kapitolaପବିତ୍ର ବାଇବଲ1 ଇସ୍ରାଏଲୀୟମାନେ ମିଶର ପରିତ୍ୟାଗ କରିବା ପରେ ଶଲୋମନଙ୍କର ଇସ୍ରାଏଲ ଉପରେ ରାଜତ୍ୱର ଚତୁର୍ଥ ବର୍ଷରେ ଓ ସିବ୍ ନାମକ ବର୍ଷର ଦ୍ୱିତୀୟ ମାସରେ ସେ ସଦାପ୍ରଭୁଙ୍କ ସମ୍ମାନାର୍ଥେ 480 ବର୍ଷ ପର୍ଯ୍ୟନ୍ତ ମନ୍ଦିର ନିର୍ମାଣ କାର୍ଯ୍ୟ ଲାଗିଲା। Viz kapitola |