1 ରାଜାବଳୀ 6:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ବାସ କରିବା ଓ ଆପଣା ଲୋକ ଇସ୍ରାଏଲକୁ ପରିତ୍ୟାଗ କରିବା ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ପୁଣି, ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ବାସ କରିବା ଓ ଆପଣା ଲୋକ ଇସ୍ରାଏଲକୁ ପରିତ୍ୟାଗ କରିବା ନାହିଁ। Viz kapitolaଓଡିଆ ବାଇବେଲ13 ପୁଣି, ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ବାସ କରିବା ଓ ଆପଣା ଲୋକ ଇସ୍ରାଏଲକୁ ପରିତ୍ୟାଗ କରିବା ନାହିଁ। Viz kapitolaପବିତ୍ର ବାଇବଲ13 ଇସ୍ରାଏଲର ସନ୍ତାନଗଣ ମଧ୍ୟରେ ଆମ୍ଭେ ମନ୍ଦିରରେ ବାସ କରିବା, ଯେଉଁଟାକି ତୁମ୍ଭେ ଆମ୍ଭ ପାଇଁ ନିର୍ମାଣ କରିଛ ଏବଂ ଆମ୍ଭେ ଆପଣା ଇସ୍ରାଏଲର ଲୋକମାନଙ୍କୁ ପରିତ୍ୟାଗ କରିବା ନାହିାଁ” Viz kapitola |