1 ରାଜାବଳୀ 7:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେ ନପ୍ତାଲି-ବଂଶୀୟ ଏକ ବିଧବା ସ୍ତ୍ରୀର ପୁତ୍ର, ତାହାର ପିତା ସୋର ନଗରସ୍ଥ ଏକ କାଂସ୍ୟକାର ଥିଲା; ପୁଣି, ସେ ପିତ୍ତଳର ସମସ୍ତ କାର୍ଯ୍ୟ କରିବାକୁ ଜ୍ଞାନ ଓ ବୁଦ୍ଧି ଓ ବିଦ୍ୟାରେ ପରିପୂର୍ଣ୍ଣ ଥିଲା। ପୁଣି, ସେ ଶଲୋମନ ରାଜାଙ୍କ ନିକଟକୁ ଆସି ତାଙ୍କର ସମସ୍ତ କାର୍ଯ୍ୟ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)14 ସେ ନପ୍ତାଲି-ବଂଶୀୟ ଏକ ବିଧବା ସ୍ତ୍ରୀର ପୁତ୍ର, ତାହାର ପିତା ସୋର ନଗରସ୍ଥ ଏକ କାଂସ୍ୟକାର ଥିଲା; ପୁଣି ସେ ପିତ୍ତଳର ସମସ୍ତ କାର୍ଯ୍ୟ କରିବାକୁ ଜ୍ଞାନ ଓ ବୁଦ୍ଧି ଓ ବିଦ୍ୟାରେ ପରିପୂର୍ଣ୍ଣ ଥିଲା। ପୁଣି ସେ ଶଲୋମନ ରାଜାଙ୍କ ନିକଟକୁ ଆସି ତାଙ୍କର ସମସ୍ତ କାର୍ଯ୍ୟ କଲା। Viz kapitolaଓଡିଆ ବାଇବେଲ14 ସେ ନପ୍ତାଲି-ବଂଶୀୟ ଏକ ବିଧବା ସ୍ତ୍ରୀର ପୁତ୍ର, ତାହାର ପିତା ସୋର ନଗରସ୍ଥ ଏକ କାଂସ୍ୟକାର ଥିଲା; ପୁଣି, ସେ ପିତ୍ତଳର ସମସ୍ତ କାର୍ଯ୍ୟ କରିବାକୁ ଜ୍ଞାନ ଓ ବୁଦ୍ଧି ଓ ବିଦ୍ୟାରେ ପରିପୂର୍ଣ୍ଣ ଥିଲା। ପୁଣି, ସେ ଶଲୋମନ ରାଜାଙ୍କ ନିକଟକୁ ଆସି ତାଙ୍କର ସମସ୍ତ କାର୍ଯ୍ୟ କଲା। Viz kapitolaପବିତ୍ର ବାଇବଲ14 ହୀରମ୍ ଇସ୍ରାଏଲର ନପ୍ତାଲି ବଂଶୀୟ ଏକ ବିଧବା ସ୍ତ୍ରୀର ପୁତ୍ର, ତା'ର ପିତା ସୋର ନଗରର ଏକ କଂସାରି ଥିଲା। ହୀରମ୍ ଜଣେ ନିପୁଣ ପିତ୍ତଳ କାରୀଗର ଥିଲା। ରାଜା ଶଲୋମନ ସେହି ଅଭିଜ୍ଞ କାରୀଗରକୁ ପିତ୍ତଳ ତିଆରି କାର୍ଯ୍ୟରେ ନିଯୁକ୍ତ କଲେ। Viz kapitola |