1 ରାଜାବଳୀ 7:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ସେହି ପାତ୍ର ଚାରି ଅଙ୍ଗୁଳି ମୋଟ, ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ, କଇଁଫୁଲ ତୁଲ୍ୟ ଥିଲା; ତହିଁରେ ଦୁଇ ହଜାର ମହଣ ଧରିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)26 ସେହି ପାତ୍ର ଚାରି ଅଙ୍ଗୁଳି ମୋଟ, ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ, ଶୋଷଣପୁଷ୍ପ ତୁଲ୍ୟ ଥିଲା; ତହିଁରେ ଦୁଇ ହଜାର ମହଣ ଧରିଲା। Viz kapitolaଓଡିଆ ବାଇବେଲ26 ସେହି ପାତ୍ର ଚାରି ଅଙ୍ଗୁଳି ମୋଟ, ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ, କଇଁଫୁଲ ତୁଲ୍ୟ ଥିଲା; ତହିଁରେ ଦୁଇ ହଜାର ମହଣ ଧରିଲା। Viz kapitolaପବିତ୍ର ବାଇବଲ26 ସେହି ପାତ୍ରର ମୋଟେଇ ଗ୍ଭରି ଅଙ୍ଗୁଳି ଥିଲା। ତା'ର ଫନ୍ଦ କପର ଫନ୍ଦ ପରି କିଅବା ପୁଷ୍ପର ପାଖୁଡ଼ା ସଦୃଶ ଥିଲା। ସେହି ଚୌବାଗ୍ଭ 2,000 ମହଣ ଧାରଣ କରୁଥିଲା। Viz kapitola |