Online Bible

- Reklamy -




1 ରାଜାବଳୀ 7:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ଆଉ ସେହି ସବୁ ଚକ୍ରର କର୍ମ ରଥଚକ୍ରର କର୍ମ ତୁଲ୍ୟ ଥିଲା; ତହିଁର ଅଖ, ନେମୀ, ନାଭି ଓ ଅରସବୁ ଢଳାକର୍ମର ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ଆଉ ସେହିସବୁ ଚକ୍ରର କର୍ମ ରଥଚକ୍ରର କର୍ମ ତୁଲ୍ୟ ଥିଲା; ତହିଁର ଅଖ ଓ ନେମି ଓ ନାଭି ଓ ଅରସବୁ ଢଳାକର୍ମର ଥିଲା।

Viz kapitola kopírovat

ଓଡିଆ ବାଇବେଲ

33 ଆଉ ସେହିସବୁ ଚକ୍ରର କର୍ମ ରଥଚକ୍ରର କର୍ମ ତୁଲ୍ୟ ଥିଲା; ତହିଁର ଅଖ, ନେମୀ, ନାଭି ଓ ଅରସବୁ ଢଳାକର୍ମର ଥିଲା।

Viz kapitola kopírovat

ପବିତ୍ର ବାଇବଲ

33 ଆଉ ସେହି ଚକଗୁଡ଼ିକ ରଥର ଚକ ସଦୃଶ ଥିଲା। ତାହାର ଅଖ, ନେମି, ନାଭି ଓ ଅର ସବୁ ଢଳା ପିତ୍ତଳରେ ନିର୍ମିତ ହୋଇଥିଲା।

Viz kapitola kopírovat




1 ରାଜାବଳୀ 7:33

Následuj nás:

Reklamy


Reklamy