1 ରାଜାବଳୀ 7:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ହାଣ୍ଡି, କରଚୁଲି ଓ କୁଣ୍ଡ, ଏହି ଯେସକଳ ପାତ୍ର ହୂରମ୍ ଶଲୋମନ ରାଜାଙ୍କ ପାଇଁ ସଦାପ୍ରଭୁଙ୍କ ଗୃହରେ ନିର୍ମାଣ କଲା, ତାହାସବୁ ଉଜ୍ଜ୍ୱଳ ପିତ୍ତଳର ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)45 ଓ ହାଣ୍ତି ଓ କରଚୁଲି ଓ କୁଣ୍ତ, ଏହି ଯେସକଳ ପାତ୍ର ହୀରମ୍ ଶଲୋମନ ରାଜାଙ୍କ ପାଇଁ ସଦାପ୍ରଭୁଙ୍କ ଗୃହରେ ନିର୍ମାଣ କଲା, ତାହାସବୁ ଉଜ୍ଜ୍ଵଳ ପିତ୍ତଳର ଥିଲା। Viz kapitolaଓଡିଆ ବାଇବେଲ45 ହାଣ୍ଡି, କରଚୁଲି ଓ କୁଣ୍ଡ, ଏହି ଯେସକଳ ପାତ୍ର ହୂରମ୍ ଶଲୋମନ ରାଜାଙ୍କ ପାଇଁ ସଦାପ୍ରଭୁଙ୍କ ଗୃହରେ ନିର୍ମାଣ କଲା, ତାହାସବୁ ଉଜ୍ଜ୍ୱଳ ପିତ୍ତଳର ଥିଲା। Viz kapitola |