Online Bible

- Reklamy -




1 ରାଜାବଳୀ 7:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ରାଜା ଯର୍ଦ୍ଦନ-ପଦାରେ ସୁକ୍କୋତ ଓ ସର୍ତ୍ତନ ମଧ୍ୟସ୍ଥିତ ଚିକ୍କଣ ଭୂମିରେ ତାହାସବୁ ଢଳାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

46 ରାଜା ଯର୍ଦ୍ଦନ-ପଦାରେ ସୁକ୍କୋତ ଓ ସର୍ତ୍ତନ ମଧ୍ୟସ୍ଥିତ ଚିକ୍କଣ ଭୂମିରେ ତାହାସବୁ ଢଳାଇଲେ।

Viz kapitola kopírovat

ଓଡିଆ ବାଇବେଲ

46 ରାଜା ଯର୍ଦ୍ଦନ-ପଦାରେ ସୁକ୍‍କୋତ ଓ ସର୍ତ୍ତନ ମଧ୍ୟସ୍ଥିତ ଚିକ୍‍କଣ ଭୂମିରେ ତାହାସବୁ ଢଳାଇଲେ।

Viz kapitola kopírovat

ପବିତ୍ର ବାଇବଲ

46-47 ଶଲୋମନ ସମସ୍ତ ଜିନିଷ ନିର୍ମାଣରେ ବ୍ୟବହୃତ ପିତ୍ତଳକୁ ଓଜନ କଲେ ନାହିଁ। କାରଣ ତା'ର ପରିମାଣ ଏତେ ଅଧିକ ଥିଲା ଯେ ତାହା ଓଜନ କରିବା ସମ୍ଭବ ନ ଥିଲା। ରାଜା ଯର୍ଦ୍ଦନ ପଦାରେ ସୁ‌କ୍‌କୋତ ଓ ସର୍ତ୍ତନ ମଧ୍ୟସ୍ଥିତ ଚି‌କ୍‌କଣ ଭୂମିରେ ତାହା ନିର୍ମାଣ କରିବାକୁ ଆଦେଶ ଦେଲେ। ସେଗୁଡ଼ିକୁ ପିତ୍ତଳ ତରଳାଇ ଓ ଛାଞ୍ଚରେ ଢାଳି ତିଆରି କରାଗଲା।

Viz kapitola kopírovat




1 ରାଜାବଳୀ 7:46

Následuj nás:

Reklamy


Reklamy