1 ରାଜାବଳୀ 7:48 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT48 ଆହୁରି ଶଲୋମନ ସଦାପ୍ରଭୁଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ ନିର୍ମାଣ କରାଇଲେ; ଅର୍ଥାତ୍, ସ୍ୱର୍ଣ୍ଣ-ବେଦି ଓ ଦର୍ଶନୀୟ ରୁଟି ସ୍ଥାପନାର୍ଥେ ସ୍ୱର୍ଣ୍ଣର ମେଜ; Viz kapitolaପବିତ୍ର ବାଇବଲ (Re-edited) - (BSI)48 ଆହୁରି ଶଲୋମନ ସଦାପ୍ରଭୁଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ ନିର୍ମାଣ କରାଇଲେ; ଅର୍ଥାତ୍, ସ୍ଵର୍ଣ୍ଣବେଦି ଓ ଦର୍ଶନୀୟ ରୋଟୀ ସ୍ଥାପନାର୍ଥେ ସ୍ଵର୍ଣ୍ଣର ମେଜ ; Viz kapitolaଓଡିଆ ବାଇବେଲ48 ଆହୁରି ଶଲୋମନ ସଦାପ୍ରଭୁଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ ନିର୍ମାଣ କରାଇଲେ; ଅର୍ଥାତ୍, ସ୍ୱର୍ଣ୍ଣ ବେଦି ଓ ଦର୍ଶନୀୟ ରୁଟି ସ୍ଥାପନାର୍ଥେ ସ୍ୱର୍ଣ୍ଣର ମେଜ; Viz kapitolaପବିତ୍ର ବାଇବଲ48-50 ଶଲୋମନ ସଦାପ୍ରଭୁଙ୍କ ମନ୍ଦିର ପାଇଁ ବହୁତ ସାମଗ୍ରୀ ସୁବର୍ଣ୍ଣର ପାଇଲେ। ଏଗୁଡ଼ିକ ସଦାପ୍ରଭୁଙ୍କ ମନ୍ଦିର ନିମିତ୍ତ ତିଆରି ହେଲା। ସେଗୁଡ଼ିକ ଯଥା: ସ୍ୱର୍ଣ୍ଣବେଦି, ବିଶେଷ ରୋଟି ରଖିବା ପାଇଁ ସ୍ୱର୍ଣ୍ଣମୟ ମେଜ, ଦକ୍ଷିଣ ପାର୍ଶ୍ୱରେ ପାଞ୍ଚୋଟି ସୁବର୍ଣ୍ଣର ଦ୍ୱୀପରୁଖା ଓ ମହାପବିତ୍ର ସ୍ଥାନର ଉତ୍ତର ପାର୍ଶ୍ୱରେ ପାଞ୍ଚୋଟି ଦ୍ୱୀପରୁଖା ସୁବର୍ଣ୍ଣର ଦ୍ୱୀପ, ସୁବର୍ଣ୍ଣର ଫୁଲସବୁ, ଖାଣ୍ଟି ସୁନାର ଗ୍ଭମଚ ଓ ପାତ୍ରସବୁ ଯଥା, କଇଁଚି, କୁଣ୍ତସବୁ, ଅଙ୍ଗାରଧାନୀ ଏବଂ ଭିତର ପାଖର କବାଟ ପାଇଁ ଅର୍ଥାତ୍ ମହାପବିତ୍ର ସ୍ଥାନର ଓ ମନ୍ଦିରର ମୂଖ୍ୟ କୋଠରୀର କବାଟ ପାଇଁ ସୁବର୍ଣ୍ଣର କବ୍ଜା ନିର୍ମାଣ କଲେ। Viz kapitola |