1 ରାଜାବଳୀ 8:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ‘ଆମ୍ଭେ ଆପଣା ଇସ୍ରାଏଲ ଲୋକଙ୍କୁ ମିସରରୁ ବାହାର କରି ଆଣିବା ଦିନାବଧି ଆମ୍ଭ ନାମ ସ୍ଥାପନାର୍ଥେ ଗୃହ ନିର୍ମାଣ କରିବା ପାଇଁ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ କୌଣସି ନଗର ମନୋନୀତ କରି ନାହୁଁ; ମାତ୍ର ଆମ୍ଭେ ଆପଣା ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦଙ୍କୁ ମନୋନୀତ କଲୁ।’ Viz kapitolaପବିତ୍ର ବାଇବଲ (Re-edited) - (BSI)16 ଆମ୍ଭେ ଆପଣା ଇସ୍ରାଏଲ-ଲୋକଙ୍କୁ ମିସରରୁ ବାହାର କରି ଆଣିବା ଦିନାବଧି ଆମ୍ଭ ନାମ ସ୍ଥାପନାର୍ଥେ ଗୃହ ନିର୍ମାଣ କରିବା ପାଇଁ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ କୌଣସି ନଗର ମନୋନୀତ କରି ନାହୁଁ; ମାତ୍ର ଆମ୍ଭେ ଆପଣା ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦକୁ ମନୋନୀତ କଲୁ। Viz kapitolaଓଡିଆ ବାଇବେଲ16 ଆମ୍ଭେ ଆପଣା ଇସ୍ରାଏଲ-ଲୋକଙ୍କୁ ମିସରରୁ ବାହାର କରି ଆଣିବା ଦିନାବଧି ଆମ୍ଭ ନାମ ସ୍ଥାପନାର୍ଥେ ଗୃହ ନିର୍ମାଣ କରିବା ପାଇଁ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ କୌଣସି ନଗର ମନୋନୀତ କରି ନାହୁଁ; ମାତ୍ର ଆମ୍ଭେ ଆପଣା ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦକୁ ମନୋନୀତ କଲୁ।” Viz kapitolaପବିତ୍ର ବାଇବଲ16 ‘ଆମ୍ଭେ ଇସ୍ରାଏଲର ଲୋକମାନଙ୍କୁ ମିଶରରୁ ବାହାର କରି ଆଣିବାଠାରୁ ଏପର୍ଯ୍ୟନ୍ତ କୌଣସି ସହରକୁ ଇସ୍ରାଏଲର ପରିବାରବର୍ଗରୁ ଆମ୍ଭର ନାମର ସମ୍ମାନାର୍ଥେ ମନ୍ଦିର ନିର୍ମାଣ କରିବାକୁ ମନୋନୀତ କଲୁ ନାହିଁ, କି ଆମ୍ଭର ଲୋକମାନଙ୍କର ନେତା ପାଇଁ ମନୋନୀତ କଲୁ ନାହିଁ। କିନ୍ତୁ ବର୍ତ୍ତମାନ ଆମ୍ଭେ ଯିରୁଶାଲମକୁ ମନୋନୀତ କରିଅଛୁ ଯେଉଁଠାରେ ଆମ୍ଭେ ସମ୍ମାନିତ ହେବା ଓ ଆମ୍ଭର ଲୋକମାନଙ୍କ ଉପରେ ଶାସନ କରିବା ପାଇଁ ଦାଉଦଙ୍କୁ ମନୋନୀତ କରିଅଛୁ।’ Viz kapitola |