1 ରାଜାବଳୀ 8:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବାକୁ ମୋହର ପିତା ଦାଉଦଙ୍କର ସଂକଳ୍ପ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)17 ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବାକୁ ମୋହର ପିତା ଦାଉଦଙ୍କର ସଂକଳ୍ପ ଥିଲା। Viz kapitolaଓଡିଆ ବାଇବେଲ17 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବାକୁ ମୋହର ପିତା ଦାଉଦଙ୍କର ସଂକଳ୍ପ ଥିଲା। Viz kapitolaପବିତ୍ର ବାଇବଲ17 “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସମ୍ମାନାର୍ଥେ ଗୋଟିଏ ମନ୍ଦିର ନିର୍ମାଣ କରିବାକୁ ମୋର ପିତା ଦାଉଦ ବିଶେଷ ଭାବରେ ମନସ୍ଥ କରିଥିଲେ। Viz kapitola |