1 ରାଜାବଳୀ 8:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସଦାପ୍ରଭୁ ଆପଣାର ଉକ୍ତ ଏହି କଥା ସଫଳ କରିଅଛନ୍ତି; କାରଣ, ସଦାପ୍ରଭୁଙ୍କ ପ୍ରତିଜ୍ଞାନୁସାରେ ମୁଁ ଆପଣା ପିତା ଦାଉଦଙ୍କର ପଦରେ ଉତ୍ପନ୍ନ ଓ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ସେହି ଗୃହ ନିର୍ମାଣ କଲି। Viz kapitolaପବିତ୍ର ବାଇବଲ (Re-edited) - (BSI)20 ସଦାପ୍ରଭୁ ଆପଣାର ଉକ୍ତ ଏହି କଥା ସଫଳ କରିଅଛନ୍ତି; କାରଣ ସଦାପ୍ରଭୁଙ୍କ ପ୍ରତିଜ୍ଞାନୁସାରେ ମୁଁ ଆପଣା ପିତା ଦାଉଦଙ୍କର ପଦରେ ଉତ୍ପନ୍ନ ଓ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହୋଇ ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ସେହି ଗୃହ ନିର୍ମାଣ କଲି। Viz kapitolaଓଡିଆ ବାଇବେଲ20 ସଦାପ୍ରଭୁ ଆପଣାର ଉକ୍ତ ଏହି କଥା ସଫଳ କରିଅଛନ୍ତି; କାରଣ, ସଦାପ୍ରଭୁଙ୍କ ପ୍ରତିଜ୍ଞାନୁସାରେ ମୁଁ ଆପଣା ପିତା ଦାଉଦଙ୍କର ପଦରେ ଉତ୍ପନ୍ନ ଓ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ସେହି ଗୃହ ନିର୍ମାଣ କଲି। Viz kapitolaପବିତ୍ର ବାଇବଲ20 “ସଦାପ୍ରଭୁଙ୍କର ସେହି ପ୍ରତିଜ୍ଞା ଆଜି ସଫଳ ହୋଇଛି, କାରଣ ସଦାପ୍ରଭୁଙ୍କ ପ୍ରତିଜ୍ଞାନୁସାରେ ମୁଁ ଆପଣା ପିତା ଦାଉଦଙ୍କର ପଦରେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେଲି ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମର ସମ୍ମାନାର୍ଥେ ସେହି ମନ୍ଦିର ନିର୍ମାଣ କଲି। Viz kapitola |