Online Bible

- Reklamy -




1 ରାଜାବଳୀ 8:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ସମୟରେ ସେମାନଙ୍କ ସହିତ ଯେଉଁ ନିୟମ କରିଥିଲେ, ତାହାଙ୍କ ସେହି ନିୟମର ଆଧାର-ସିନ୍ଦୁକ ନିମନ୍ତେ ମୁଁ ତହିଁ ମଧ୍ୟରେ ଏକ ସ୍ଥାନ ନିରୂପଣ କରିଅଛି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ସମୟରେ ସେମାନଙ୍କ ସହିତ ଯେଉଁ ନିୟମ କରିଥିଲେ, ତାହାଙ୍କ ସେହି ନିୟମର ଆଧାର-ସିନ୍ଦୁକ ନିମନ୍ତେ ମୁଁ ତହିଁ ମଧ୍ୟରେ ଏକ ସ୍ଥାନ ନିରୂପଣ କରିଅଛି।

Viz kapitola kopírovat

ଓଡିଆ ବାଇବେଲ

21 ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ସମୟରେ ସେମାନଙ୍କ ସହିତ ଯେଉଁ ନିୟମ କରିଥିଲେ, ତାହାଙ୍କ ସେହି ନିୟମର ଆଧାର-ସିନ୍ଦୁକ ନିମନ୍ତେ ମୁଁ ତହିଁ ମଧ୍ୟରେ ଏକ ସ୍ଥାନ ନିରୂପଣ କରିଅଛି।

Viz kapitola kopírovat

ପବିତ୍ର ବାଇବଲ

21 ସଦାପ୍ରଭୁ ଆମ୍ଭର ପୂର୍ବପୁରୁଷମାନଙ୍କୁ ମିଶର ଦେଶରୁ ବାହାର କରି ଆଣିବା ବେଳେ ସେମାନଙ୍କ ସହିତ ଯେଉଁ ନିୟମ କରିଥିଲେ ତାହା ଏହି ନିୟମ-ସିନ୍ଦୁକ ମଧ୍ୟରେ ଅଛି। ସେହି ନିୟମ-ସିନ୍ଦୁକକୁ ରଖିବା ନିମନ୍ତେ ମୁଁ ଏକ ସ୍ଥାନ ସଦାପ୍ରଭୁଙ୍କ ଗୃହରେ ନିରୂପଣ କରିଅଛି।”

Viz kapitola kopírovat




1 ରାଜାବଳୀ 8:21

Následuj nás:

Reklamy


Reklamy