1 ରାଜାବଳୀ 8:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 “ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ଉପରିସ୍ଥ ସ୍ୱର୍ଗରେ କିଅବା ନୀଚସ୍ଥ ପୃଥିବୀରେ ତୁମ୍ଭ ତୁଲ୍ୟ ପରମେଶ୍ୱର କେହି ନାହିଁ; ତୁମ୍ଭର ଯେଉଁ ଦାସମାନେ ସର୍ବାନ୍ତଃକରଣ ସହିତ ତୁମ୍ଭ ସମ୍ମୁଖରେ ଗମନାଗମନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ପାଳନ କରିଥାଅ; Viz kapitolaପବିତ୍ର ବାଇବଲ (Re-edited) - (BSI)23 ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ଵର, ଉପରିସ୍ଥ ସ୍ଵର୍ଗରେ କିଅବା ନୀଚସ୍ଥ ପୃଥିବୀରେ ତୁମ୍ଭ ତୁଲ୍ୟ ପରମେଶ୍ଵର କେହି ନାହିଁ; ତୁମ୍ଭର ଯେଉଁ ଦାସମାନେ ସର୍ବାନ୍ତଃକରଣ ସହିତ ତୁମ୍ଭ ସମ୍ମୁଖରେ ଗମନାଗମନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ପାଳନ କରିଥାଅ; Viz kapitolaଓଡିଆ ବାଇବେଲ23 “ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ଉପରିସ୍ଥ ସ୍ୱର୍ଗରେ କିଅବା ନୀଚସ୍ଥ ପୃଥିବୀରେ ତୁମ୍ଭ ତୁଲ୍ୟ ପରମେଶ୍ୱର କେହି ନାହିଁ; ତୁମ୍ଭର ଯେଉଁ ଦାସମାନେ ସର୍ବାନ୍ତଃକରଣ ସହିତ ତୁମ୍ଭ ସମ୍ମୁଖରେ ଗମନାଗମନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ପାଳନ କରିଥାଅ; Viz kapitolaପବିତ୍ର ବାଇବଲ23 ଏବଂ କହିଲେ, “ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ସ୍ୱର୍ଗ କି ପୃଥିବୀରେ ତୁମ୍ଭ ତୁଲ୍ୟ ସଦାପ୍ରଭୁ କେହି ନାହାନ୍ତି। ତୁମ୍ଭେ ଇସ୍ରାଏଲର ସମସ୍ତ ଲୋକମାନଙ୍କ ସହିତ ଏକ ନିୟମ କରିଥିଲ କାରଣ ତୁମ୍ଭେ ସେମାନଙ୍କୁ ପ୍ରେମ କର। ତୁମ୍ଭେ ତୁମ୍ଭର ନିୟମ ରକ୍ଷା କରିଅଛ। ଯେଉଁମାନେ ତୁମ୍ଭକୁ ସର୍ବାନ୍ତଃକରଣରେ ଅନୁସରଣ କରନ୍ତି ତୁମ୍ଭେ ସେମାନଙ୍କ ପ୍ରତି ଦୟାଳୁ ଓ ବିଶ୍ୱସ୍ତ ହୋଇଥାଅ। Viz kapitola |