Online Bible

- Reklamy -




1 ରାଜାବଳୀ 8:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ପୁଣି, ଯେଉଁ ସ୍ଥାନ ବିଷୟରେ ତୁମ୍ଭେ କହିଅଛ, ‘ଏହିଠାରେ ଆମ୍ଭ ନାମ ରହିବ,’ ସେହି ସ୍ଥାନ, ଅର୍ଥାତ୍‍, ଏହି ଗୃହ ପ୍ରତି ତୁମ୍ଭର ଚକ୍ଷୁ ଦିବାରାତ୍ର ମୁକ୍ତ ଥାଉ; ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଯାହା ପ୍ରାର୍ଥନା କରିବ, ତାହା ଶୁଣ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ପୁଣି ଯେଉଁ ସ୍ଥାନ ବିଷୟରେ ତୁମ୍ଭେ କହିଅଛ, ଏହିଠାରେ ଆମ୍ଭ ନାମ ରହିବ, ସେହି ସ୍ଥାନ, ଅର୍ଥାତ୍, ଏହି ଗୃହ ପ୍ରତି ତୁମ୍ଭର ଚକ୍ଷୁ ଦିବାରାତ୍ର ମୁକ୍ତ ଥାଉ; ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଯାହା ପ୍ରାର୍ଥନା କରିବ, ତାହା ଶୁଣ।

Viz kapitola kopírovat

ଓଡିଆ ବାଇବେଲ

29 ପୁଣି, ଯେଉଁ ସ୍ଥାନ ବିଷୟରେ ତୁମ୍ଭେ କହିଅଛ, ‘ଏହିଠାରେ ଆମ୍ଭ ନାମ ରହିବ,’ ସେହି ସ୍ଥାନ, ଅର୍ଥାତ୍‍, ଏହି ଗୃହ ପ୍ରତି ତୁମ୍ଭର ଚକ୍ଷୁ ଦିବାରାତ୍ର ମୁକ୍ତ ଥାଉ; ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଯାହା ପ୍ରାର୍ଥନା କରିବ, ତାହା ଶୁଣ।

Viz kapitola kopírovat

ପବିତ୍ର ବାଇବଲ

29 ଦୟାକରି ଏହି ମନ୍ଦିର ଉପରେ ତୁମ୍ଭର ଚକ୍ଷୁ ଦିବାରାତ୍ର ମୁକ୍ତ ଥାଉ। ଯାହାକି ତୁମ୍ଭେ କହିଥିଲ, ‘ମୋର ନାମ ସେଠାରେ ସମ୍ମାନ୍ୱିତ ହେବ।’ ଦୟାକରି ଶୁଣିବା ଲୋକକୁ କୃପା କର। ଯାହା ତୁମ୍ଭର ଦାସଗଣ କୃତଜ୍ଞଭାବରେ ଏହି ମନ୍ଦିରରେ ତୁମ୍ଭଙ୍କୁ ପ୍ରାର୍ଥନା କରୁଛନ୍ତି।

Viz kapitola kopírovat




1 ରାଜାବଳୀ 8:29

Následuj nás:

Reklamy


Reklamy