1 ରାଜାବଳୀ 8:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 କେହି ଆପଣା ପ୍ରତିବାସୀ ବିରୁଦ୍ଧରେ ପାପ କଲେ ଯେବେ ତାହାକୁ ଶପଥ କରାଇବା ପାଇଁ କୌଣସି ଶପଥ; ନିରୂପିତ ହୁଏ ଓ ସେ ଆସି ଏହି ଗୃହସ୍ଥିତ ତୁମ୍ଭ ଯଜ୍ଞବେଦି ସମ୍ମୁଖରେ ଶପଥ କରେ, Viz kapitolaପବିତ୍ର ବାଇବଲ (Re-edited) - (BSI)31 କେହି ଆପଣା ପ୍ରତିବାସୀ ବିରୁଦ୍ଧରେ ପାପ କଲେ ଯେବେ ତାହାକୁ ଶପଥ କରାଇବା ପାଇଁ କୌଣସି ଶପଥ ନିରୂପିତ ହୁଏ ଓ ସେ ଆସି ଏହି ଗୃହସ୍ଥିତ ତୁମ୍ଭ ଯଜ୍ଞବେଦି ସମ୍ମୁଖରେ ଶପଥ କରେ, Viz kapitolaଓଡିଆ ବାଇବେଲ31 କେହି ଆପଣା ପ୍ରତିବାସୀ ବିରୁଦ୍ଧରେ ପାପ କଲେ ଯେବେ ତାହାକୁ ଶପଥ କରାଇବା ପାଇଁ କୌଣସି ଶପଥ; ନିରୂପିତ ହୁଏ ଓ ସେ ଆସି ଏହି ଗୃହସ୍ଥିତ ତୁମ୍ଭ ଯଜ୍ଞବେଦି ସମ୍ମୁଖରେ ଶପଥ କରେ, Viz kapitolaପବିତ୍ର ବାଇବଲ31 “ଯଦି କେହି ନିଜ ପ୍ରତିବାସୀ ବିରୁଦ୍ଧରେ କିଛି ପାପ କରେ ତେବେ ତାକୁ ଏହି ମନ୍ଦିରର ଯଜ୍ଞବେଦି ନିକଟକୁ ଅଣାଯିବ। ସଂପୃକ୍ତ ବ୍ୟକ୍ତି ଜଣକ ସେହି ଭୁଲ୍ କରିଥିବା ବ୍ୟକ୍ତି ଜଣକ ବିରୁଦ୍ଧରେ ଶାପ ଦେବ। Viz kapitola |